ଏପ୍ରିଲ ୨ରୁ ଓଡ଼ିଶାରେ ସକାଳୁଆ ସ୍କୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେଠୁ ଅସହ୍ୟ ହେଲାଣି ଖରା। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବା ଦେଖି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ରାଜ୍ୟରେ ପ୍ରଥମରୁ...

ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ, ଠିକ୍ ସମୟରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏପ୍ରିଲ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୂତନ ଶିକ୍ଷା ବର୍ଷ। ନୂଆ ଶ୍ରେଣୀରେ ପାଠ ପଢ଼ିବେ ରାଜ୍ୟର ଛାତ୍ରଛାତ୍ରୀ। ଏନେଇ ନାମଲେଖା ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ। ତେବେ...

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରାଳୟ ଅଧିନସ୍ଥ ଏନସିଏଚଏମସିଟି ପକ୍ଷରୁ ହସ୍ପିଟାଲିଟି ଓ ହୋଟେଲ ଆଡମିନଷ୍ଟ୍ରେସନ ପାଠ୍ୟକ୍ରମ, ଜାଣନ୍ତୁ କେମିତି କରିବେ...

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରାଳୟ ଅଧିନସ୍ଥ ନାସନାଲ କାଉନସିଲ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ଆଣ୍ଡ କ୍ୟାଟରିଂ ଟେକ୍ନୋଲୋଜି(ଏନସିଏଚଏମସିଟି) ପକ୍ଷରୁ ହସ୍ପିଟାଲିଟି ଓ ହୋଟେଲ ଆଡମିନଷ୍ଟ୍ରେସନ ପାଠ୍ୟକ୍ରମରେ ପଢ଼ିବା ଲାଗି ସୁଯୋଗ ରହିଛି। ଏନେଇ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ମାର୍ଚ୍ଚ ୨୭ରୁ ‘ସ୍ପଟ୍ ନାମଲେଖା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ମାର୍ଚ୍ଚ ୨୭ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଓଡ଼ିଶାର...

ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାରଠାରୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ। ମାର୍ଚ୍ଚ ୨୨ ତାରିଖରୁ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହୋଇ ଆସନ୍ତା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା...

ଲାଗିଲା କଟକଣା: ଭିସୁଟକୁ ସର୍ଟ ଡ୍ରେସ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷାକ ପରିଧାନକୁ ନେଇ ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି (ଭିସୁଟ) ପକ୍ଷରୁ ଲାଗିଲା କଟକଣା। ଆଗାମୀ ଟେକ୍ନୋ କଲଚରାଲ ଫେଷ୍ଟିଭାଲ ୨୦୨୪ରେ ଛାତ୍ରଛାତ୍ରୀମାନେ ପାରମ୍ପରିକ ପୋଷାକ ପରିଧାନ...

ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା ଖାତାଦେଖା, ୨ଟି ପର୍ଯ୍ୟାୟରେ ୧୧୦ଟି ଜୋନରେ ହେବ ମୂଲ୍ୟାଙ୍କନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ୨୦୨୪ ଯୁକ୍ତ ୨ ପରୀକ୍ଷା ଖାତାଦେଖା। ଚଳିତ ବର୍ଷ ମଧ୍ୟ ୨ଟି ପର୍ଯ୍ୟାୟ ଏହି ପରୀକ୍ଷା ଖାତା ଦେଖାଯିବ। ଉଭୟ ଅନଲାଇନ ଓ ଅଫଲାଇନରେ ଖାତା...

‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ବିଦେଶ ଅନୁଭୂତି ଦେବା ଲାଗି ପ୍ରତିବର୍ଷ ୪୦ ଜଣଙ୍କୁ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି।...

ରାଜ୍ୟର ଯୁବପିଢ଼ିଙ୍କ ଦକ୍ଷତାକୁ ବିଶ୍ଵସ୍ତରୀୟ କରିବ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା

ଅଭିଷେକ ରାୟ ରାଜ୍ୟସ୍ତରୀୟ ଦକ୍ଷତା ପ୍ରତିଯୋଗିତା ‘ଓଡ଼ିଶା ସ୍କିଲ୍ସ’ ୨୦୨୩-୨୪ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ସେମାନଙ୍କ ଦକ୍ଷତାର ପ୍ରଦର୍ଶନ କରିବା ସହ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଫଳିତ କରିବା...

ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା ଖାତାଦେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ମାଟ୍ରିକ ପରୀକ୍ଷା ପାଇଁ ଶୁକ୍ରବାରଠାରୁ ଖାତାଦେଖା ଆରମ୍ଭ ହୋଇଛି। ଏଥିରେ ୧୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ରାଜ୍ୟର ୫୫ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ଦେଖାଯାଉଛି।...