ଲାଗିଲା କଟକଣା: ଭିସୁଟକୁ ସର୍ଟ ଡ୍ରେସ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷାକ ପରିଧାନକୁ ନେଇ ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି (ଭିସୁଟ) ପକ୍ଷରୁ ଲାଗିଲା କଟକଣା। ଆଗାମୀ ଟେକ୍ନୋ କଲଚରାଲ ଫେଷ୍ଟିଭାଲ ୨୦୨୪ରେ ଛାତ୍ରଛାତ୍ରୀମାନେ ପାରମ୍ପରିକ ପୋଷାକ ପରିଧାନ...

ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା ଖାତାଦେଖା, ୨ଟି ପର୍ଯ୍ୟାୟରେ ୧୧୦ଟି ଜୋନରେ ହେବ ମୂଲ୍ୟାଙ୍କନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ୨୦୨୪ ଯୁକ୍ତ ୨ ପରୀକ୍ଷା ଖାତାଦେଖା। ଚଳିତ ବର୍ଷ ମଧ୍ୟ ୨ଟି ପର୍ଯ୍ୟାୟ ଏହି ପରୀକ୍ଷା ଖାତା ଦେଖାଯିବ। ଉଭୟ ଅନଲାଇନ ଓ ଅଫଲାଇନରେ ଖାତା...

‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ବିଦେଶ ଅନୁଭୂତି ଦେବା ଲାଗି ପ୍ରତିବର୍ଷ ୪୦ ଜଣଙ୍କୁ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି।...

ରାଜ୍ୟର ଯୁବପିଢ଼ିଙ୍କ ଦକ୍ଷତାକୁ ବିଶ୍ଵସ୍ତରୀୟ କରିବ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା

ଅଭିଷେକ ରାୟ ରାଜ୍ୟସ୍ତରୀୟ ଦକ୍ଷତା ପ୍ରତିଯୋଗିତା ‘ଓଡ଼ିଶା ସ୍କିଲ୍ସ’ ୨୦୨୩-୨୪ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ସେମାନଙ୍କ ଦକ୍ଷତାର ପ୍ରଦର୍ଶନ କରିବା ସହ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଫଳିତ କରିବା...

ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା ଖାତାଦେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ମାଟ୍ରିକ ପରୀକ୍ଷା ପାଇଁ ଶୁକ୍ରବାରଠାରୁ ଖାତାଦେଖା ଆରମ୍ଭ ହୋଇଛି। ଏଥିରେ ୧୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ରାଜ୍ୟର ୫୫ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ଦେଖାଯାଉଛି।...

ସରିଲା ରାଜ୍ୟସ୍ତରୀୟ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା: ୪୫ଟି ଦକ୍ଷତାରେ ପ୍ରତିଭା ଦେଖାଇଲେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ଓ କଟକର ୮ଟି କେନ୍ଦ୍ରରେ ଦୁଇଦିନ ଧରି ଚାଲିଥିବା ‘ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଶେଷ ହୋଇଛି। ଏଥିରେ ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ଆଇଟିଆଇ,...

ରାଜ୍ୟସ୍ତରୀୟ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା ଆରମ୍ଭ: ୮ଟି ସ୍ଥାନରେ ୪୫ଟି ଦକ୍ଷତାରେ ଛାତ୍ରଛାତ୍ରୀଙ୍କ ଅନନ୍ୟ ପ୍ରଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ • ବିଶ୍ୱ ଦକ୍ଷତା କେନ୍ଦ୍ର ସହିତ ୮ଟି ସ୍ଥାନରେ ପ୍ରତିଯୋଗିତା• ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଗନେଲେ ୭୦୦ରୁ ଅଧିକ ପ୍ରତିଯୋଗୀ• ୧୪ ତାରିଖରେ ହେବ ଚୂଡ଼ାନ୍ତ ପର୍ଯ୍ୟାୟ ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’...

ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଠାରେ ସେ...

ବଢ଼ିଲା ଗଣଶିକ୍ଷକଙ୍କ ଦରମା, ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ନିୟମିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ଗଣଶିକ୍ଷକମାନଙ୍କ ଦରମା ବୃଦ୍ଧି ହୋଇଛି। ଓଟିଇଟି ପାସ୍ କରିନଥିବା ଗଣଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି ରାଜ୍ୟ ସରକାର। ସେହିପରି ଓଟିଇଟି ପାସ୍ କରିଥିବା...