ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା। ସିବିଏସଇ ଅଧୀନରେ ଥିବା ସବୁ ସ୍କୁଲର ପ୍ରାୟ ୩୯ ଲକ୍ଷ ଛାତ୍ରଛାତ୍ରୀ ଏହି...

ଫେବ୍ରୁଆରି ୧୬ରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ବାର୍ଷିକ ପରୀକ୍ଷା। ଏହି ପରୀକ୍ଷା ଫେବ୍ରୁଆରି ୧୬ରୁ ଆସନ୍ତା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା...

‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ’ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଲା ସ୍କଚ୍ ଗୋଲ୍ଡ ଆୱାର୍ଡ  

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଛି ସମ୍ମାନ ଜନକ ସ୍କଚ୍ ଗୋଲ୍ଡ ଆୱାର୍ଡ। ମୋ ସ୍କୁଲ୍ ଅଭିଯାନର ‘ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ’...

ଆଇଆଇଏମସିର ମିଡିଆ ମ୍ୟୁଜିୟମ ବୁଲି ଦେଖିଲେ ସ୍କୁଲ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଢେଙ୍କାନାଳ): ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି) ରେ ଥିବା ମିଡିଆ ମ୍ୟୁଜିୟମ ବୁଲି ଦେଖିଛନ୍ତି ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ। ଗୁରୁବାର ଦିନ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ବ୍ୟାଚରେ ନାମଲେଖା ଲାଗି ଫେବ୍ରୁଆରି ୨୯ ସୁଦ୍ଧା ଅନଲାଇନ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ବ୍ୟାଚରେ ନାମଲେଖା ଲାଗି ଆବଦେନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଦିଆଯାଉଥିବା ବିଭିନ୍ନ ଅତ୍ୟାଧୁନିକ ବିଷୟରେ ନାମ ଲେଖାଇବା ପାଇଁ...

କାଳିଆ ଛାତ୍ରବୃତ୍ତି ପାଇଁ ଆନଲାଇନ ଆବେଦନ ସମୟ ସୀମା ଫେବ୍ରୁଆରି ୮କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୮ ତାରିଖ ପର୍ଯ୍ୟନ୍ତ  କାଳିଆ ଛାତ୍ରବୃତ୍ତି ପାଇଁ ଅନଲାଇନରେ ଆବେଦନ କରିହେବ। ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ...

ବୈଷୟିକ ଶିକ୍ଷା ଓ ତାଲିମ ପ୍ରତି ଛାତ୍ରୀମାନଙ୍କ ଭିତରେ ଉତ୍ସାହ: ଛାତ୍ରୀମାନଙ୍କ ଦକ୍ଷତା ବିକାଶ ସହ କ୍ୟାରିୟର ସ୍ୱପ୍ନ...

ଓଡ଼ିଶାଲାଇଭ୍ ବ୍ୟୁରୋ ‘‘ବୈଷୟିକ ଶିକ୍ଷା ବିଷୟରେ ମୋ’ ପରିବାର ଲୋକଙ୍କର ବିଶେଷ ଧାରଣା ନଥିଲା। ତେଣୁ ସେମାନେ ମତେ ଅନ୍ୟ କ୍ଷେତ୍ରରେ କ୍ୟାରିୟର କରିବାକୁ ପରାମର୍ଶ ଦେଉଥିଲେ। ତେବେ ସବୁ ପ୍ରତିବନ୍ଧକକୁ ହଟାଇ ମୁଁ...

ଓଡ଼ିଶାରେ ୨,୦୬୪ଟି ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଫେବ୍ରୁଆରି ୭

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨,୦୬୪ଟି ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ପ୍ରାର୍ଥୀମାନଙ୍କୁ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ହାଇସ୍କୁଲଗୁଡ଼ିକରେ ବିଭିନ୍ନ ବିଷୟର ଶିକ୍ଷକ ପଦବୀରେ...

ମେ’ ୬ରୁ ୧୦ ଓଜେଇଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏଁ ଆବେଦନ କରିପାରିବେ ପରୀକ୍ଷାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ମେ’ ମାସ ୬ରୁ ୧୦ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଏହି ପରୀକ୍ଷା ହେବ। ଏଥିପାଇଁ...

ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା...