ଓଡ଼ିଶାରେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେଲା ମାଗଣା ନିଟ୍‌ ଓ ଜେଇଇ କୋଚିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁବାରଠାରୁ ଆରମ୍ଭ ହୋଇଛି ମାଗଣା ନିଟ୍‌ ଓ ଜେଇଇ କୋଚିଂ। ରାଜ୍ୟର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ...

ବଦଳିଲା ନାଁ, କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଳା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ଜଣାଯିବ। କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାମରେ ନାମିତ କରାଯାଇଛି। ଏବେ ଏହା...

ଆସନ୍ତା ଫେବ୍ରୁଆରି ୧୬ରୁ ଯୁକ୍ତ ଦୁଇ ପରୀକ୍ଷା: ଆଜିଠୁ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ

ଓଡ଼ିଶାଲାଇଭ୍ ବ୍ୟୁରୋ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ଥିଓରୀ ପରୀକ୍ଷା ଆସନ୍ତା ୨୦୨୪ ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆସନ୍ତା ଜାନୁଆରି...

ଯୁକ୍ତ ୨ ପରୀକ୍ଷା: ଡିସେମ୍ବର ୩୦ ସୁଦ୍ଧା ସବୁ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଇବାକୁ ସିଏଚଏସଇର ନିର୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜାନୁଆରି ୨ରୁ ଆରମ୍ଭ ହେବ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା ଏବଂ ପରେ ଫେବ୍ରୁଆରି ୧୬ରୁ ଥିଓରି ପରୀକ୍ଷା। ଏହାପୂର୍ବରୁ ଡିସେମ୍ବର ୩୦ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ସିସିଟିଭି...

ଓଡ଼ିଶାର ଯୁବପିଢ଼ିଙ୍କ କ୍ୟାରିୟର ସ୍ୱପ୍ନ ପୂରଣରେ ବିଶେଷ ସହାୟକ ହେଉଛି ବିଶ୍ୱ ଦକ୍ଷତା କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘‘ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ତାଲିମ ନେବା ଫଳରେ...

ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ସ୍କୁଲ ଶିକ୍ଷାରେ ରୂପାନ୍ତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ରୂପରେଖ ବଦଳୁଛି। (ସୁନ୍ଦରଗଡ଼): ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ...

ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା, ସିଏଚଏସଇ ପକ୍ଷରୁ ଜାରି ହେଲା କାର୍ଯ୍ୟସୂଚୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ୨୦୨୪ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ। ଯୁକ୍ତ ୨ କଳା, ବିଜ୍ଞାନ,...

ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୪ ଯାଏଁ ମାଟ୍ରିକ ପରୀକ୍ଷା – ଜାଣନ୍ତୁ କେଉଁ ଦିନ ଅଛି କେଉଁ ବିଷୟ?

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ। ଏନେଇ ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ଜାରି କରାଯାଇଛି।...

ଫେବ୍ରୁଆରି ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୨୦୨୪ ମସିହାରେ ହେବାକୁଥିବା ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଭୟ ପରୀକ୍ଷା ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର...

ଫେବ୍ରୁଆରି ୧୨ରୁ ଆଇଏସସି ଦ୍ୱାଦଶ ଏବଂ ୨୧ରୁ ଆଇସିଏସଇ ଦଶମ ପରୀକ୍ଷା, ଜାରି ହେଲା ଡେଟ ସିଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୨୦୨୪ ମସିହାରେ ହେବାକୁଥିବା ଆଇସିଏସଇ (ଦଶମ) ଏବଂ ଆଇଏସସି (ଦ୍ୱାଦଶ) ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଶୁକ୍ରବାର କାଉନସିଲ ଫର ଦ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ...