ବାଲିପାଟଣାରେ ଡିସେମ୍ବର ୨୦ରୁ ‘ଜୟଦେବ ଗୌରବ ସମ୍ମାନ ୨୦୨୩’: ସମ୍ମାନିତ ହେବେ ୨୫୦ରୁ ଊର୍ଦ୍ଧ୍ଵ ପ୍ରତିଭା

ଓଡ଼ିଶାଲାଇଭ୍ ବ୍ୟୁରୋ ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ସିଦ୍ଧି ବିନାୟକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାସ୍ଥିତ ଗୋରୁହାଟ ପଡ଼ିଆଠାରେ ଡିସେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ‘ଜୟଦେବ ଗୌରବ ସମ୍ମାନ ୨୦୨୩’...

ଡିସେମ୍ବର ୨୪ରେ ଟାଇମପାସ୍‍ ‘ଉତ୍‍ସାହିତ୍ୟ’ ଉତ୍ସବ: କୃଷ୍ଣ କୁମାର ମହାନ୍ତିଙ୍କ ‘ରୁବି ରାଏ’ ପୁସ୍ତକକୁ ମିଳିବ ବେଷ୍ଟସେଲର୍ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ‘ଟାଇମପାସ୍’ ପକ୍ଷରୁ ଡିସେମ୍ବର ୨୪ ତାରିଖରେ ୧୬ତମ ‘ଉତ୍‍ସାହିତ୍ୟ’ ଉତ୍ସବ ଆୟୋଜିତ ହେବ। ଏଥିରେ କୃଷ୍ଣ କୁମାର ମହାନ୍ତିଙ୍କ ପୁସ୍ତକ...

‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମର ଶୁଭାରମ୍ଭ, ଏବେ ବର୍ଷ ସାରା ଚାଲିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଥିଲେ ଦିଅ, ନଥିଲେ ନିଅ’ ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ...

ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ ‘ସର୍ଗି ଫୁଲ୍’ର ତୃତୀୟ ଦିନ: ବିଜ୍ଞାନ ପ୍ରଦର୍ଶନୀ ସହିତ କାଗଜ କଣ୍ଢେଇ ପ୍ରସ୍ତୁତି...

ଓଡ଼ିଶାଲାଇଭ୍ ବ୍ୟୁରୋ (ସୁନ୍ଦରଗଡ଼): ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଛି ‘ସର୍ଗି ଫୁଲ୍’ ଶିଶୁ ମହୋତ୍ସବ। ଏହି ଅବସରରେ ଶନିବାର ଦିନ ଏକ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା। ଜନଜାତି ଛାତ୍ରଛାତ୍ରୀମାନଙ୍କ...

ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ ‘ସରଗି ଫୁଲ୍’, ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ

ଓଡ଼ିଶାଲାଇଭ୍ ବ୍ୟୁରୋ ‘ସରଗି ଫୁଲ୍’ ଶିଶୁ ମହୋତ୍ସବରେ ବିଭିନ୍ନ ସର୍ଜନାତ୍ମକ କାର୍ଯ୍ୟକ୍ରମ ସହ ବକ୍ତୃତା, ସ୍ଲୋଗାନ, ନୃତ୍ୟ ଓ କ୍ରୀଡ଼ା ପ୍ରତିଯୋଗିତା। ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଛି ଉତ୍ତର-ଓଡ଼ିଶା ଜୋନସ୍ତରୀୟ...

ସୁନ୍ଦରଗଡ଼ରେ ତିନିଦିନିଆ ଜୋନସ୍ତରୀୟ ‘ସରଗି ଫୁଲ୍’ କାର୍ଯ୍ୟକ୍ରମ ଆରମ୍ଭ: ୧୫ଟି ଜିଲ୍ଲାର ୬୩୮ଜନଜାତି ଛାତ୍ରଛାତ୍ରୀଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ (ସୁନ୍ଦରଗଡ଼): ଓଡ଼ିଶାର ଜନଜାତି ବର୍ଗର ସ୍କୁଲ ଛାତ୍ରଛାତ୍ରୀଙ୍କ ଭିତରେ ରହିଥିବା ପ୍ରତିଭାକୁ ଚିହ୍ନଟ ଓ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଉଛି ବାର୍ଷିକ ଶିଶୁ ମହୋତ୍ସବ ‘ସରଗି...

୨୦୩୦ ସୁଦ୍ଧା ଭାରତର ବାୟୋ-ଅର୍ଥନୀତି ୩୦୦ ବିଲିୟନ ଆମେରିକୀୟ ଡଲାର ଛୁଇଁବ!

ନୂଆଦିଲ୍ଲୀରୁ ଶୁଭଶ୍ରୀ ନାୟକ ଓ ଭୁବନେଶ୍ଵରରୁ ଅଭିଷେକ ରାୟ ନୂଆଦିଲ୍ଲୀର ଗ୍ଲୋବାଲ ବାୟୋ ଇଣ୍ଡିଆ ୨୦୨୩ରେ ନିଜ ବାୟୋଟେକ୍ନୋଲୋଜିର ସମ୍ଭାବନାକୁ ଉପସ୍ଥାପନ କଲା ଓଡ଼ିଶା। ବାୟୋଟେକ୍ନୋଲୋଜି ସାରା ବିଶ୍ଵରେ ଆଜି ଏକ ନୂଆ ତଥା...

ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ମଙ୍ଗଳବାର ଦିନ ସରିବ କଟକର ଐତିହାସିକ ବାଲିଯାତ୍ରା। ଶେଷଦିନରେ ବାଲିଯାତ୍ରା ପଡ଼ିଆରେ ଅସମ୍ଭବ ଭିଡ଼ ବଢ଼ିବାର ସମ୍ଭାବନା ରହିଛି। ତେଣୁ ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଏବଂ ଜିଲ୍ଲା ପ୍ରଶାସନ...

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମ: ବାୟୋଟେକ୍ନୋଲୋଜିର ବିକାଶ କ୍ଷେତ୍ରରେ ଅଗ୍ରଣୀ ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି ଉଦ୍ୟୋଗ କ୍ଷେତ୍ରରେ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି।      (ନୂଆଦିଲ୍ଲୀ): ନୂଆଦିଲ୍ଲୀର ପ୍ରଗତି ମଇଦାନର ଭାରତ ମଣ୍ଡପମରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ...

“ବର୍ତ୍ତମାନ ସମୟରେ ଭିନ୍ନକ୍ଷମମାନଙ୍କୁ ସ୍ଵାବଲମ୍ବୀ କରାଇବାର ଆବଶ୍ୟକତା ରହିଛି”

ଓଡ଼ିଶାଲାଇଭ୍ ବ୍ୟୁରୋ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସାମାରୋହ ଉଦଘାଟିତ ହୋଇଯାଇଛି। ଏହି ତିନିଦିନିଆ ସମାବେଶକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ...