କନ୍ଧମାଳ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟା: ଆକର୍ଷଣ ପାଲଟିଲା ନାଟକ ‘ଆମେ କଣ୍ଢେଇ ନୋହୁଁ’

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଆରମ୍ଭ ହୋଇଛି ଜିଲ୍ଲାସ୍ତରୀୟ କନ୍ଧମାଳ ମହୋତ୍ସବ। ପ୍ରତି ସନ୍ଧ୍ୟାରେ ଲୋକଙ୍କ ମନୋରଞ୍ଜନ ପାଇଁ ଆୟୋଜନ କରାଯାଉଛି ବିଭିନ୍ନ କାର୍ଯ୍ୟକ୍ରମ। ନାଚ, ଗୀତ ଏବଂ ନାକଟ ଦେଖିବାକୁ ଲୋକଙ୍କ...

ଆଜି ସମଗ୍ର ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଦେଶ ଆଜି ପାଳନ କରୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଚଳିତ ବର୍ଷ କୋଭିଡ କଟକଣା ମୁକ୍ତ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବାରୁ ଦେଶବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।...

ଡଟ୍ ଫେଷ୍ଟ: ନାଚ, ଗୀତରେ ଝୁମୁଛି ଭୁବନେଶ୍ଵର

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=wpGYB4VyE2Q] ରାଜଧାନୀ ଭୁବନେଶ୍ଵରରେ ଆରମ୍ଭ ହୋଇଛି ଡଟ୍ ଫେଷ୍ଟ। ଡଟ୍ ଫେଷ୍ଟରେ ଦୁଲୁକୁଛି ପ୍ରଦର୍ଶନୀ ପଡ଼ିଆ ଏବଂ ଝୁମୁଛନ୍ତି ଦର୍ଶକ। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଡଟ୍ ଫେଷ୍ଟ ଉତ୍ସବକୁ ରବିବାର ସନ୍ଧ୍ୟାରେ ଉଦଘାଟନ...

ହକି ବିଶ୍ଵକପ ପାଇଁ ‘ଡଟ୍ ଫେଷ୍ଟ’: ଏଥର ଝୁମିବ ଭୁବନେଶ୍ଵର

ଓଡ଼ିଶାଲାଇଭ୍ ବ୍ୟୁରୋ ହକି ପୁରୁଷ ବିଶ୍ୱକପ ସମୟରେ ଦର୍ଶକଙ୍କୁ ମନୋରଞ୍ଜନର ଭରପୁର ଖୋରାକ ଯୋଗାଇବାକୁ ‘ଡଟ୍ ଫେଷ୍ଟ’ର ଆୟୋଜନ ହେବାକୁ ଯାଉଛି। ଏଥର ‘ଡଟ୍ ଫେଷ୍ଟ’ରେ ଝୁମିବ ରାଜଧାନୀ ଭୁବନେଶ୍ୱର। ଆସନ୍ତା ୧୩ରୁ ୨୯ ତାରିଖ...

ନୂଆ ବର୍ଷରେ ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ ମାଟି ହାଣ୍ଡି ମଟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ନୂଆ ବର୍ଷ। ଏ ବର୍ଷ ନୂଆବର୍ଷ ରବିବାର ପଡ଼ିଛି। ଏଥର ଘରେ ପ୍ରସ୍ତୁ କରନ୍ତୁ ସୁଆଦିଆ ମାଟି ହାଣ୍ଡି ମଟନ। ମଟନ ଖାଇ ନୂଆବର୍ଷକୁ ଆହୁରି ଖାସ କରନ୍ତୁ। ଆବଶ୍ୟକୀୟ ସାମଗ୍ରୀ ୧...

ନୂଆ ଆଶା, ନୂଆ ସମ୍ଭାବନା ନେଇ ଆସିଛି ୨୦୨୩

ଓଡ଼ିଶାଲାଇଭ୍ ବ୍ୟୁରୋ ବିଦାୟ ନେଇଛି ବର୍ଷ ୨୦୨୨। ନୂଆ ଆଶା, ନୂଆ ସମ୍ଭାବନା ଓ ନୂଆ ଉନ୍ମାଦନା ନେଇ ଆସିଛି ନୂଆବର୍ଷ ୨୦୨୩। ପୁରୁଣା ବର୍ଷକୁ ବିଦାୟ ଦେବା ସହ ଅଭୁଲା ସ୍ମୃତି ଓ...

ସ୍ଵାଗତ ନୂଆ ବର୍ଷ ୨୦୨୩

ଓଡ଼ିଶାଲାଇଭ୍ ବ୍ୟୁରୋ ଡିସେମ୍ବର ୩୧ ତାରିଖ ରାତି ୧୨ଟା। ବଦଳିଛି କ୍ୟାଲେଣ୍ଡର। ସବୁ ଅପେକ୍ଷାର ଅନ୍ତ ହୋଇ ଆସିଛି ବର୍ଷ ୨୦୨୩। ସ୍ଵାଗତ କରାଯାଇଛି ନୂଆ ବର୍ଷ ୨୦୨୩କୁ।  ନୂଆ ବର୍ଷକୁ ସ୍ଵାଗତ କରିବା ପୂର୍ବରୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ତୃତୀୟ ଦିନ: ନନ୍ଦୋତ୍ସବ ପାଇଁ ଉତ୍ସବମୁଖର ଗୋପପୁର

ଓଡ଼ିଶାଲାଇଭ୍ ବ୍ୟୁରୋ (ବରଗଡ଼ରୁ ବୀରେନ୍ଦ୍ର କୁମାର ପ୍ରଧାନ): ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବରେ ପରିଚିତ ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି। ଚଳିତ ବର୍ଷ ଧନୁଯାତ୍ରାର ହୀରକ ଜୟନ୍ତୀ ପାଳନ କରାଯାଉଛି। ଉଦଘାଟନୀ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଦ୍ୱିତୀୟ ଦିନ: ମଥୁରା କାରାଗାରରେ ଜନ୍ମ ନେଲେ ଶ୍ରୀକୃଷ୍ଣ

ଓଡ଼ିଶାଲାଇଭ୍ ବ୍ୟୁରୋ (ବରଗଡ଼ରୁ ବୀରେନ୍ଦ୍ର କୁମାର ପ୍ରଧାନ): ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ବୁଧବାର ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିବସରେ ପ୍ରବଳ ପ୍ରତାପୀ କଂସ ମହାରାଜାଙ୍କ ଅତ୍ୟାଚାରରେ ମଥୁରାବାସୀ ଥରହର ହୋଇପଡ଼ିଥିବାବେଳେ କାରାଗାରରେ...

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭାରମ୍ଭ: ସାଂସ୍କୃତିକ ଶୋଭାଯାତ୍ରାରେ ସାମିଲ ହେଲେ ୨୨ଟି ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଚଳିତ ବର୍ଷ ବରଗଡ଼ ଧନୁଯାତ୍ରାର ହୀରକ ଜୟନ୍ତୀ ପାଳନ କରାଯାଉଛି। ମଙ୍ଗଳବାର ଦିନ ସହରର ଗାନ୍ଧୀ ଛକଠାରୁ ବରଗଡ଼ ଧନୁଯାତ୍ରାର ଶୁଭାରମ୍ଭ କରିଛନ୍ତି...