ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବାରେ ଆଗରେ ଓଡ଼ିଶା – ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଶେଷ ହେଲା ମିଲେଟସ୍ ମହାକୁମ୍ଭ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଉଦଯାପିତ ସାରା ବିଶ୍ଵ ଦେଖିଲା ଓଡ଼ିଶାର ମିଲେଟସ୍‌ର ସଫଳତା କାହାଣୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ଦୁଇଦିନିଆ...

ପୁରୀରେ ଅନୁଷ୍ଠିତ ହେବ ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’, ଫଟୋ ବଖାଣିବ କଳା ସଂସ୍କୃତିର ଅନନ୍ୟ କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’। ପୁରୀ ସ୍ଥିତ ଲଳିତକଳା ଏକାଡେମୀ ପରିସରରେ ଅଗଷ୍ଟ ୧୪ ତାରିଖରୁ ୨୦ ତାରିଖ ଯାଏଁ ଏହି ଫଟୋଗ୍ରାଫି ଫେଷ୍ଟିଭାଲ ଚାଲିବ।...

ପୁରୀରେ ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’ ଉଦଘାଟିତ: ଫ୍ରେମ ଭିତରେ କଳା ସଂସ୍କୃତିର ଉତ୍କୃଷ୍ଟ ଚିତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଆରମ୍ଭ ହୋଇଯାଇଛି ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’। ସ୍ଥାନୀୟ ସଂସ୍କୃତି ଭବନ ପରିସରର ଲଳିତକଳା ଏକାଡେମୀ ଆର୍ଟ ଗ୍ୟାଲେରୀରେ ସୋମବାର ଦିନ ଏହି ଫଟୋଗ୍ରାଫି ମହୋତ୍ସବ ଉଦଘାଟିତ ହୋଇଛି। ଏହି...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ଜାନୁଆରି ୧୭ ତାରିଖରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ସଭ୍ୟ ସମାରୋହରେ ଯୋଗ ଦେବା ଲାଗି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ। ମଙ୍ଗଳବାର...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବାକୁ କଣ୍ଟିଲୋ ନୀଳମାଧବ ମନ୍ଦିରକୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ପୁରୀ ଶ୍ରୀମନ୍ଦିରରୁ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିରକୁ ଆସିଛି ନିୟନ୍ତ୍ରଣ।...

ପିରିୟଡସ୍ ବିଷୟରେ ପୁଅ, ଝିଅ ଉଭୟ ଜାଣିବା କଥା – ସିପ୍ରା ସକ୍ସେନା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=82rc9fkP_AA] “ପ୍ରଥମେ ଯେବେ ପିରିୟଡସ୍ ହେଲା କାହାକୁ କହିବି ଜାଣିପାରିନଥିଲି। ବହୁତ ଡରି ଯାଇଥିଲି। ଡରି ଡରି ବାଥରୁମକୁ ଯାଇ ପ୍ୟାଡ ଚେଞ୍ଜ କରୁଥିଲି। ପ୍ୟାଡ ସରିଗଲେ କାହାକୁ କହିବି ସେଥିପାଇଁ...

ପିରିୟଡସ ବେଳେ ସଫାସୁତରା ରହିବା ଜରୁରୀ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=u85dpjJULNU ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି...

ପିରିୟଡସ ବେଳେ କ’ଣ ଖାଇବେ, କ’ଣ ନାହିଁ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Y4ekoSyPc-0 ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି। ମହିଳାଙ୍କ ଅଧିକାର, ସମାଜରେ ସମାନତା ପାଇଁ ସଚେତନତା ସୃଷ୍ଟି...

ପାର୍ବଣ ପାଇଁ କଟକଣା: ୨୦ ଫୁଟ୍ ଟପିବନି ମୂର୍ତ୍ତିର ଉଚ୍ଚତା

ଓଡ଼ିଶାଲାଇଭ୍ ବ୍ୟୁରୋ ଗଣେଶପୂଜା ପୂର୍ବରୁ ରାଜ୍ୟ ସରକାରଙ୍କ ‘ଓଡ଼ିଶା ପ୍ରିଭେନ୍ସନାଲ ଆଣ୍ଡ କଣ୍ଟ୍ରୋଲ ଅଫ୍ ୱାଟର ପଲ୍ୟୁସନ ରୁଲ୍ସ-୨୦୧୧’ ଆଧାରରେ କଟକଣା ଲଗାଯାଇଛି । କଟକଣା ଅନୁସାରେ ମଣ୍ଡପରେ ପୂଜା ପାଇବାକୁ ଥିବା ମୂର୍ତ୍ତିର...

ପାପଡାହାଣ୍ଡି ସହିଦ ସ୍ତମ୍ଭ ସହିଦଙ୍କ ତ୍ୟାଗର ମୂକ ସାକ୍ଷୀ: ସାଂସଦ ରମେଶ ଚନ୍ଦ୍ର ମାଝି

(ନବରଙ୍ଗପୁରରୁ କୁନା ପାତ୍ର): ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉଦ୍ଦେଶ୍ୟରେ ପାପଡାହାଣ୍ଡିଠାରେ ସହିଦ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି ଯୋଗଦେଇ ଇତିହାସକୁ ପରିବର୍ତ୍ତନ କରିବାର...