ହକି ବିଶ୍ଵକପ ଟିକେଟ କଳାବଜାରୀ କରିବା ଅଭିଯୋଗରେ ୫ ଗିରଫ, ୩୫ଟି ଟିକେଟ ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଭୁବନେଶ୍ଵର ଏବଂ ରାଉରକେଲାଠାରେ ଆୟୋଜିତ ହୋଇଥିବା ହକି ବିଶ୍ଵକପ ୨୦୨୩କୁ ନେଇ ଉତ୍ସାହ ଦେଖିବାକୁ ମିଳିଥିବାବେଳେ ହକି ପ୍ରେମୀଙ୍କୁ ମିଳିପାରୁ ନାହିଁ ଟିକେଟ କିମ୍ବା ପାସ। ହକି ଟିକେଟ କଳାବଜାରୀ...

ହକି ବିଶ୍ଵକପ ଉଦଘାଟନୀ ଉତ୍ସବରେ ପ୍ରେମାନନ୍ଦଙ୍କ ସଙ୍ଗୀତ ସଂଯୋଜନାରେ ଝୁମିବ ସାରା ବିଶ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ପୁଅଙ୍କ କମ୍ପୋଜିସନରେ ଝୁମିବ ବିଶ୍ଵ, କମ୍ପିବ ବାରବାଟୀ। ଆସନ୍ତା ୧୧ତାରିଖରେ କଟକରେ ଆୟୋଜିତ ହେବ ହକି ବିଶ୍ଵକପ ଉଦଘାଟନୀ ଉତ୍ସବ। ଏଥିପାଇଁ ହକି ଆନଥେମର କମ୍ପୋଜିସନ ପ୍ରସ୍ତୁତ କରିଛନ୍ତି ଓଡ଼ିଶାର...

ହକି ବିଶ୍ଵକପ ଉଦଘାଟନୀ ଉତ୍ସବ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ସିଲଭର ସିଟି କଟକ ବାରବାଟୀ ଷ୍ଟାଡିୟମରେ ହକି ପୁରୁଷ ବିଶ୍ଵକପ ୨୦୨୩ର ଉଦଘାଟନୀ ଉତ୍ସବ ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ।...

ହକି ବିଶ୍ଵକପ ୨୦୨୩: ଭୁବନେଶ୍ଵରରେ ପହଞ୍ଚିଲା ନେଦରଲାଣ୍ଡସ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଜାନୁଆରି ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ଵର ଏବଂ ରାଉରକେଲାଠାରେ ଅନୁଷ୍ଠିତ ହେବାକୁ ଯାଉଛି ପୁରୁଷ ହକି ବିଶ୍ଵକପ ୨୦୨୩। ହକି ମହାକୁମ୍ଭର ୯ ଦିନ ପୂର୍ବରୁ ବୁଧବାର ନେଦରଲାଣ୍ଡସ...

ହକି ଛାଡ଼ି ହାତ ଧରିଲେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ସାମିଲ ହେଲେ ପୂର୍ବତନ ହକି ଖେଳାଳି ପ୍ରବୋଧ ତିର୍କୀ।  କଂଗ୍ରେସରେ ସାମିଲ ହୋଇଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ। ସୋମବାର ଭୁବନେଶ୍ଵର ସ୍ଥିତ କଂଗ୍ରେସ ଭବନରେ ହୋଇଥିବା...

ହକି ଇଣ୍ଡିଆର ସଭାପତି ନିର୍ବାଚିତ ହେଲେ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହେଲେ ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ। ବିନା ପ୍ରତିଦ୍ଵନ୍ଦ୍ଵିତାରେ ସେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ହକି ଇଣ୍ଡିଆର ସଭାପତି ହେବାରେ ଦିଲ୍ଲୀପ ତିର୍କୀ ହେଉଛନ୍ତି...

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଏଏସଆଇ ଗୋପାଳକୃଷ୍ଣ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ନବ କିଶୋର ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଗିରଫ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଗୋପାଳକୃଷ୍ଣ ପୂର୍ବରୁ ମନ୍ତ୍ରୀ...

ସ୍ୱାଭିମାନ ଅଞ୍ଚଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ଗସ୍ତରେ ଯାଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଗସ୍ତ ସମୟରେ ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ,...

ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନ ଯୋଗୁଁ ଆଜି ଆମେ ସ୍ୱାଧୀନ ଭାରତରେ ନିଶ୍ଵାସ ନେଉଛେ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ତଥା ଭାରତ ବାହାରେ ରହୁଥିବା ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି...

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଥର ଦେଶ ପାଳିବ ୭୬ ତମ ସ୍ୱାଧୀନତା। ଚଳିତ ବର୍ଷ ରାଜ୍ୟରେ ଜାତୀୟ ପତାକା ଉତ୍ତୋଳନ ପାଇଁ ଅତିଥିଙ୍କ ତାଲିକା ପ୍ରକାଶ ପାଇଛି। ସ୍ୱାଧୀନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡରେ ସାମିଲ...