ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ। ମଙ୍ଗଳବାର ରାଜଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଶପଥ ନେଇଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ...

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ନୂଆ ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିବେ ରଘୁବର ଦାସ। ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ।...

ଓଏସଏସସି ପକ୍ଷରୁ ସିଜିଏଲ୍ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ନଭେମ୍ବର ୧୪ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା...

କନ୍ଧମାଳରୁ ଦକ୍ଷିଣ ଭାରତ ତୀର୍ଥ ଭ୍ରମଣରେ ଗଲେ ୮୭ ଜଣ ବରିଷ୍ଠ ନାଗରିକ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ବ୍ଲକରୁ ୮୭ ଜଣ ବରିଷ୍ଠ ନାଗରିକ ଦକ୍ଷିଣ ଭାରତ ଭ୍ରମଣରେ ବାହାରିଛନ୍ତି। ଫୁଲବାଣୀ ସାର୍ତାଗୁଡ଼ା ବୃଦ୍ଧାଶ୍ରମଠାରେ...

ସରିଲା ମରାମତି, ଦୁର୍ଘଟଣାର ୨୦ଘଣ୍ଟା ପରେ ଗଡ଼ିଲା ଟ୍ରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୟନଗରମ ଜିଲ୍ଲାରେ ଘଟିଥିବା ଟ୍ରେନ ଦୁର୍ଘଟଣା ପରେ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ସ୍ୱାଭାବିକ ହେଲା ଟ୍ରେନ ଚଳାଚଳ। ଆନ୍ଧ୍ରପ୍ରଦେଶର ବିଜୟନଗରମରେ ଦୁର୍ଘଟଣାଗ୍ରସ୍ତ ଟ୍ରାକ ମରାମତି ସରିବା ପରେ ଗଡ଼ିଲା ଟ୍ରେନ। ଅପଲାଇନରେ ଟ୍ରାଏଲ ରନ...

ଆଇସିସି ବିଶ୍ଵକପ: ଆଫଗାନିସ୍ତାନର ଭଲ ବୋଲିଂ ପ୍ରଦର୍ଶନ, ଶ୍ରୀଲଙ୍କା ୨୪୧ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ସୋମବାର ଖେଳାଯାଉଛି ଆଫଗାନିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ। ଏଥିରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ଆଗରେ ୨୪୨ ରନର ବିଜୟ ଲକ୍ଷ୍ୟ ରଖିଛି। ମହାରାଷ୍ଟ୍ରର...

ଆଜି କାର୍ତ୍ତିକ ମାସ ପ୍ରଥମ ସୋମବାର, ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହୋଇଛି ଧର୍ମ ମାସ କାର୍ତ୍ତିକ। ଆଉ ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ବିଶ୍ୱାସ ରହିଛି ଏହି ମାସରେ ହବିଷ କଲେ ପୂଣ୍ୟ ମିଳିଥାଏ। ସକାଳୁ ଚଉରା ମୂଳେ...

ଷ୍ଟ୍ରୋକ୍ ମୁକାବିଲା ପାଇଁ ଏହାର ପ୍ରତିଷେଧକ ଓ ସଫଳ ପରିଚାଳନା ନିହାତି ଜରୁରୀ – ସ୍ୱାସ୍ଥ୍ୟ ବିଶେଷଜ୍ଞ

ଅଭିଷେକ ରାୟ ଷ୍ଟ୍ରୋକ୍ ସଚେତନତା ପାଇଁ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କନକ୍ଲେଭ ଗୋଟିଏ ମଞ୍ଚରେ ଏକାଠି ହେଲେ ଡାକ୍ତର, ଜନସ୍ୱାସ୍ଥ୍ୟ ଓ ପଲିସି ବିଶେଷଜ୍ଞ ଷ୍ଟ୍ରୋକର ଚିକିତ୍ସା ତଥା ନିୟନ୍ତ୍ରଣ ପାଇଁ ବିଭିନ୍ନ ବିଷୟରେ ହେଲା ମାନସମନ୍ଥନ ଆଜିର ସମୟରେ...

ନୟାଗଡ଼: ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି। ସୋମବାର ଦିନ ଏହି ଅଭାବନୀୟ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଅଭିମାନପୁର ଗାଁରେ। ମୃତ ଦୁଇଜଣ...

ବିଜୟନଗରମ ଟ୍ରେନ ଦୁର୍ଘଟଣା: ଭୁବନେଶ୍ୱର-ବିଶାଖାପାଟଣା ରୁଟରେ ରେଳ ଚଳାଚଳ ବନ୍ଦ, ୪୫ଟି ଟ୍ରେନ ବାତିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାରେ ଘଟିଥିବା ରେଳ ଦୁର୍ଘଟଣା ଯୋଗୁଁ ଏବେ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବନ୍ଦ ରହିଛି। ଏହି ରୁଟରେ ଚାଲୁଥିବା ୪୫ଟି ଟ୍ରେନକୁ ବାତିଲ କରାଯାଇଛି। ସେହିପରି ୨୨ଟି...