ଡିସେମ୍ବର ୪ରୁ ବସିବ ସଂସଦର ଶୀତକାଳୀନ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ। ଏହା ୧୯ ଦିନ ଧରି ଚାଲି ଡିସେମ୍ବର ୨୨ ତାରିଖରେ ସରିବ। ଶୀତକାଳୀନ ଅଧିବେଶନ ପୂର୍ବରୁ ଡିସେମ୍ବର...

ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସୋମବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଐତିହାସିକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହେବ। ଐତିହାସିକ ବାଲିଯାତ୍ରାକୁ ଜାକଜମକରେ ପାଳନ କରିବା...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହା ନଭେମ୍ବର ୨୯ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଅବପାତଟି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର...

ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପ ବନ୍ଦରଠାରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହାର ଉଦଘାଟନ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଜାହଜରେ ବସି ଜଳଯାତ୍ରା...

ବିଜେଡିରେ ଯୋଗ ଦେଲେ ଭି.କେ ପାଣ୍ଡିଆନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରେ ସାମିଲ ହେଲେ '୫-ଟି' ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ସେ ନବୀନ ନିବସରେ...

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲକ୍ଷ ଲକ୍ଷ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ଚଳଚଞ୍ଚଳ ହୋଇଛି ସାରା ରାଜ୍ୟ। ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଏହି ଅବସରରେ ଡଙ୍ଗା ଭସାଇଛନ୍ତି ଲକ୍ଷ ଲକ୍ଷ ଓଡ଼ିଆ।...

ସାଇକେଲ ଯାତ୍ରା କରି ସୁସ୍ଥ ରହିବାର ବାର୍ତ୍ତା ଦେଉଛନ୍ତି ବଲାଙ୍ଗୀର ଫିଟ୍ ସାଇଲୋ କ୍ଲବର ସଦସ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ‘ଔଷଧ ନୁହେଁ, ଉଚିତ ସ୍ୱାସ୍ଥ୍ୟ ଶିକ୍ଷା ହିଁ ମଣିଷକୁ ନିରୋଗ ରଖେ’ ଏହି ବାର୍ତ୍ତା ଦେଇ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବଲାଙ୍ଗୀରରୁ ପୁରୀ ୩୬୦ କିଲୋମିଟର...

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର/ନୂଆଦିଲ୍ଲୀ): ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି। ତେଣୁ ଏହି...

ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ଏ++ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ମିଳିଛି ଏ++ ମାନ୍ୟତା। ନାକ ଟିମ୍‌ର ପରିଦର୍ଶନ ପରେ ପ୍ରଥମ ଥର ଲାଗି ରେଭେନ୍ସାକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରେଡିଟେସନ କାଉନସିଲ (ନାକ୍) ରାଙ୍କରେଭେନ୍ସା...

ମାଲକାନଗିରି ହନ୍ତାଳଗୁଡ଼ା ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସ୍ଵାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଶନିବାର ଦିନ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲାଗି ୩ ଲକ୍ଷ...