ଟଙ୍କା ଦେଲେ ସରକାର, ନିର୍ମାଣ ସୌଦ୍ଧ କୋଠାବାଡ଼ି ମୁଖ୍ୟ ଯନ୍ତ୍ରୀଙ୍କ ଆସବାବପତ୍ର ନିଲାମ ଅଟକିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଠିକାଦାରଙ୍କ ୧୮ ଲକ୍ଷ ଟଙ୍କା ଦେଇନପାରିବାରୁ ଅଦାଲତଙ୍କ ନିର୍ଦ୍ଦେଶରେ ନିଲାମ ହେବାକୁ ଯାଉଥିଲା ନିର୍ମାଣ ସୌଦ୍ଧ କୋଠାବାଡ଼ି ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଆସବାବ ପତ୍ର। କିନ୍ତୁ ସରକାର ଟଙ୍କା ଦେବାରୁ ଆସବାବପତ୍ର...

ଜମ୍ମୁ-କାଶ୍ମୀରରେ ୫ ଆତଙ୍କବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଚାଲିଥିବା ଅଭିଯାନରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦୀମାନେ ଲୁଚି ରହିଥିବା ଘରକୁ ରକେର୍ଟ ଲଞ୍ଚଳର ଦ୍ଵାରା ଉଡ଼ାଇଦିଆଯିବା ଫଳରେ ସେଠାରେ ଥିବା ୫ ଜଣ ଆତଙ୍କବାଦୀଙ୍କର...

ଆରମ୍ଭ ହେଲା ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନଠାରୁ ଆରମ୍ଭ ହୋଇଛି ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ। ପ୍ରତିଦିନ ସକାଳ ୬ରୁ ରାତି ୧୦ଟା ମଧ୍ୟରେ ମରାମତି କାମ କରାଯିବ। ବଡ଼ଠାକୁରଙ୍କ କେଉଁ ନୀତି ପରେ କେତେ...

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ମଧ୍ୟପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ଏବଂ ଛତିଶଗଡ଼ରେ ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ। ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୫ଟା ଯାଏଁ...

‘ଜନଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମ ଅବସରରେ ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ଓ ପ୍ରଦର୍ଶନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ...

କୃତ୍ରିମ ବୁଦ୍ଧିମତାର ସଠିକ୍ ବ୍ୟବହାର ପ୍ରତି ଗଣମାଧ୍ୟମ ଯତ୍ନବାନ ହେବା ଆବଶ୍ୟକ – ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ଓଡ଼ିଶାଲାଇଭ୍ ବ୍ୟୁରୋ “ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ଵପୂର୍ଣ୍ଣ। ବର୍ତ୍ତମାନ ସମୟରେ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ସୁବକ୍ଷେତ୍ରରେ କରାଯାଉଛି। ଏହା ଯୋଗୁଁ କମ୍‌ ସମୟ ଏବଂ ସମ୍ବଳ ବ୍ୟବହାର କରି...

ଫ୍ୟାନ୍ସଙ୍କୁ ଚାପୁଡ଼ା ମାରିବା ଭିଡିଓ ଭାଇରାଲ ହେବା ପରେ ସଫେଇ ଦେଲେ ନାନା ପାଟେକର

ଓଡ଼ିଶାଲାଇଭ୍ ବ୍ୟୁରୋ ବଲିଉଡର ବର୍ଷୀୟାନ ଅଭିନେତା ନାନା ପାଟେକର ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ନାନା ପାଟେକର ସଫେଇ ଦେବା ସହ...

ଆସୁଛି ବାତ୍ୟା, ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନିଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ଵର ଆଞ୍ଚଳିକ...

ଉତ୍ତରକାଶୀ ସୁଡ଼ଙ୍ଗରେ ୪୦ ଜୀବନ: ୫ ଦିନ ହେଲା ଉଦ୍ଧାର ହୋଇପାରୁନାହାନ୍ତି ଫସି ରହିଥିବା ଶ୍ରମିକ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡର ଉତ୍ତରକାଶୀଠାରେ ନିର୍ମାଣାଧୀନ ସିଲକୟାରା ସୁଡ଼ଙ୍ଗ ଭୁଶୁଡ଼ିବା ଯୋଗୁଁ ଏହା ମଧ୍ୟରେ ଫସି ରହିଛନ୍ତି ୪୦ ଜଣ ଶ୍ରମିକ। ୫ ଦିନ ଧରି ଉଦ୍ୟମ ପରେ ମଧ୍ୟ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇପାରୁ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ଦିନଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଏଥିପାଇଁ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବକ୍ଷେଣ ସଂସ୍ଥା (ଏଏସଆଇ) କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ମରାମତି ଲାଗି ସମସ୍ତ ସହଯୋଗ...