ଉତ୍ତରକାଶୀ ସୁଡ଼ଙ୍ଗ ଭିତରେ ୪୦ ଜୀବନ: ଶ୍ରମିକଙ୍କ ଉଦ୍ଧାର ପାଇଁ ଚାଲିଛି ଅହରହ ପ୍ରୟାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ୧୧ ଦିନ ହେଲା ଉତ୍ତରାଖଣ୍ଡର ଉତ୍ତରକାଶୀ ସୁଡ଼ଙ୍ଗ ଭିତରେ ଫସି ରହିଥିବା ୪୦ ଜଣ ଶ୍ରମିକଙ୍କ ଉଦ୍ଧାର ପାଇଁ ଚାଲିଛି ଅକ୍ଲାନ୍ତ ପରିଶ୍ରମ। ଶ୍ରମିକମାନଙ୍କୁ ମରଣ ମୁହଁରୁ ସୁରକ୍ଷିତ ଭାବେ...

ଭାରତରେ ଅପପୁଷ୍ଟିର ଅକୁହା ଚିତ୍ର

ଭାସ୍କର ପରିଚ୍ଛା ଭାରତରେ ପିଲାଙ୍କ ମଧ୍ୟରେ କୁପୋଷଣ ବା ଅପପୁଷ୍ଟି ସାଙ୍ଘାତିକ ଅବସ୍ଥାରେ ପହଞ୍ଚିଛି। ଏହାର ପ୍ରଭାବରୁ ଲକ୍ଷ ଲକ୍ଷ ପିଲା ଅତ୍ୟନ୍ତ ଖରାପ ସ୍ଥିତି ଦେଇ ଗତି କରୁଛନ୍ତି। ୟୁନିସେଫ ପକ୍ଷରୁ ନିକଟରେ...

ଚାଲିପାରୁନି ବିଧାନସଭା ଶୀତ ଅଧିବେଶନ, ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ସ୍ୱାଭାବିକ ହୋଇପାରୁନି ଗୃହକାର୍ଯ୍ୟ। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ସର୍ବଦଳୀୟ ବୈଠକ...

ନଭେମ୍ବର ୨୬ରେ ଆସୁଛି ଲଘୁଚାପ!

ଓଡ଼ିଶାଲାଇଭ୍ ବ୍ୟୁରୋ ଆଣ୍ଡାମାନ ସାଗରରେ ଆସନ୍ତା ନଭେମ୍ବର ୨୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର...

ଏଣିକି ଚାଲାଣ କାଟିବେନି କି ଜୋରମାନା ଆଦାୟ କରିପାରିବେନି ଟ୍ରାଫିକ୍ ଏଏସଆଇ

ଓଡ଼ିଶାଲାଇଭ୍ ବ୍ୟୁରୋ କୌଣସି ଗାଡ଼ି ଚାଳକଙ୍କଠାରୁ ଚାଲାଣ କାଟିବା କିମ୍ବା ଜୋରିମାନା ଆଦାୟ କରିପାରିବେ ନାହିଁ ଟ୍ରାଫିକ୍ ଏଏସଆଇ। ଟ୍ରାଫିକ୍ ଏଏସଆଇଙ୍କ ଦ୍ଵାରା ଇ-ଚାଲାଣ ଏବଂ ଜୋରିମାନା ଆଦାୟ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛି ରାଜ୍ୟ...

ପୁରୀରେ ପଞ୍ଚକ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚକ ସମୟରେ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଶେଷ କରି ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ସହ ଶୃଙ୍ଖଳିତ...

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଅହିଂସାର ବାର୍ତ୍ତା ଦେଉଛି ଓଡ଼ିଶାର ‘କରୁଣା ସିଲ୍କ’

ଓଡ଼ିଶାଲାଇଭ୍ ବ୍ୟୁରୋ କରୁଣା ସିଲ୍କରୁ ଏବେ ପ୍ରସ୍ତୁତ ହେଉଛି ଶ୍ରୀମନ୍ଦିର ପାଇଁ ‘ଖଣ୍ଡୁଆ ପାଟ’ ଏଣ୍ଡିକୀଟକୁ ନମାରି ଖୋସାରୁ ନୂଆ ଉପାୟରେ ବାହାର କରାଯାଉଛି ସୂତା ବୟନଶିଳ୍ପ କ୍ଷେତ୍ରରେ ଅହିଂସାର ନୂଆ ବାଟ ହୋଇଛି ‘କରୁଣା ସିଲ୍କ’ ୫-ଟି...

କାର୍ତ୍ତିକ ଶୁକ୍ଳ ପକ୍ଷ ନବମୀ ତିଥିରେ କାହିଁକି ପାଳନ ହୁଏ ଅଁଳା ନବମୀ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳପକ୍ଷ ନବମୀ ତିଥି ତଥା ଅଁଳା ନବମୀ। ପୁରୀ ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତ ଦେବୀ ଶ୍ରୀରାଧାପାଦଙ୍କ ଦର୍ଶନ କରୁଛନ୍ତି। ବର୍ଷକରେ କେବଳ ଏହି ଗୋଟିଏ...

ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏଥିରେ ଦୁଇଟି ଏକ୍ସପ୍ରେସ ଏବଂ ଗୋଟିଏ ମେମୁ...

ସାଲୁଗା ପ୍ରଧାନ ହେଲେ ଓଡ଼ିଶା ବିଧାନସଭାର ନୂତନ ଉପବାଚସ୍ପତି

ଓଡ଼ିଶାଲାଇଭ୍ ବ୍ୟୁରୋ ସାଲୁଗା ପ୍ରଧାନ ଓଡ଼ିଶା ବିଧାନସଭାର ନୂତନ ଉପବାଚସ୍ପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚତନ ହୋଇଛନ୍ତି। ମଙ୍ଗଳବାର ଦିନ ବିଧାନସଭାର ଷୋଡ଼ଶ ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସକାଳ ୯ଟା ୩୦ରେ ଉପବାଚସ୍ପତି...