ୟୁକ୍ରେନ ସୀମା ଟପି ପୋଲାଣ୍ଡରେ ପଡ଼ିଲା ରୁଷର ମିସାଇଲ୍, ୨ ପୋଲାଣ୍ଡ ନାଗରିକ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁକ୍ରେନ୍ ଉପରେ ରୁଷ୍ ମିସାଇଲ୍ ମାଡ଼ ଜାରିରହିଛି। ଏହାରି ଭିତରେ ରୁଷର ମିସାଇଲ୍ ୟୁକ୍ରେନ୍ ସୀମା ଡେଇଁଛି। ସୀମା ଡେଇ ପୋଲାଣ୍ଡରେ ରୁଷର ମିସାଇଲ୍ ମାଡ଼ ହୋଇଥିବା ସୂଚନା ମିଳିଛି। ମିସାଇଲ୍...

ୟୁ-ଟର୍ନ ବେଳେ ପଛରୁ ପିଟିଲା କାର୍, ଦୁର୍ଘଟଣାରେ ସ୍କୁଟି ଚାଳକ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ନିକଟରେ ଏକ ସ୍କୁଟି ଓ କାର ମଧ୍ୟରେ ହୋଇଛି ଧକ୍କା। ଏଥିରେ ଉଭୟ ସ୍କୁଟି ଚାଳକ ଓ କାର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ...

ଯୋରନ୍ଦା ମହିମା ପୀଠରେ ଜବରଦଖଲ ଉଚ୍ଛେଦ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ କରାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଯୋଡ଼ା ହେଲା ନୂଆ ସିଲାବସ: ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବେ ନୂଆପାଠ

ଓଡ଼ିଶାଲାଇଭ୍ ବ୍ୟୁରୋ ନବମ ଏବଂ ଦଶମ ଶ୍ରେଣୀ ପାଠ୍ୟକ୍ରମ ପାଇଁ ଆସିଲା ନୂଆ ସିଲାବସ୍। ଏହି ନୂଆ ନିୟମ ୨୦୨୨-୨୩ ଶିକ୍ଷା ବର୍ଷରୁ ଲାଗୁ ହେବ। ଏ ନେଇ ସୋମବାର ଦିନ ସାମ୍ବାଦିକ ସମ୍ମିଳନୀରେ...

ଯୋଗ ସମଗ୍ର ବିଶ୍ଵରେ ଭାରତକୁ ସ୍ଵତନ୍ତ୍ର ପରିଚୟ ଦେଇଛି – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଅନ୍ତର୍ଜାତୀୟ ଯୋଗ ଦିବସରେ ଜାତିସଂଘ ମୁଖ୍ୟାଳୟରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆୟୋଜିତ ହେଲା ଯୋଗ ଶିବିର ୧୮୦ରୁ ଅଧିକ ଦେଶର ପ୍ରତିନିଧିଙ୍କ ସହ ମିଶି ଯୋଗ...

ଯୋଗ ଦ୍ଵାରା କମାନ୍ତୁ ପେଟ ଚର୍ବି

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ [youtube https://www.youtube.com/watch?v=IpASUWuNt0o] ଯୋଗ ମନ, ମସ୍ତିଷ୍କ ଏବଂ ଶରୀର ପାଇଁ ବେଶ୍ ଲାଭଦାୟକ। ଯୋଗ ଦ୍ଵାରା ଅନେକ ରୋଗ ଭଲ ହେଉଥିବାବେଳେ ପେଟର ଚର୍ବିକୁ ମଧ୍ୟ କମାଇ ହେବ ବୋଲି କୁହନ୍ତି...

ଯୁବପିଢ଼ିଙ୍କ ଭିତରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ଓମ୍ବାଡସି ସହାୟତାରେ ବହୁମୁଖୀ ଇନଡୋର ଷ୍ଟାଡିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ • ୫ଟି ଖଣି ପ୍ରଭାବିତ ଜିଲ୍ଲାର ୧୧ଟି ସ୍ଥାନରେ ବହୁମୁଖୀ ଇନଡୋର ଷ୍ଟାଡିୟମ• ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଯାଜପୁର ଜିଲ୍ଲା• ଇନଡୋର ଗେମ୍ ଅଭ୍ୟାସ ସହ ଶାରୀରିକ ଫିଟନେସ୍...

ଯୁବକଙ୍କ ଆକ୍ରମଣରେ ବାଙ୍କୀ ଥାନା ଏଏସଆଇ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଜଣେ ଯୁବକଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ବାଙ୍କୀ ଥାନା ଏଏସଆଇ ମଧୁସ୍ମିତା ବେହେରା। ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ବାଙ୍କୀ ଥାନା ଏଏସଆଇ...

ଯୁଦ୍ଧଗ୍ରସ୍ତ ଇସ୍ରାଏଲରେ ଫସିଛନ୍ତି ପ୍ରାୟ ୫୦ ଓଡ଼ିଆ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଇସ୍ରାଏଲର ବିଭିନ୍ନ ସହରରେ ଫସି ରହିଛନ୍ତି ଓଡ଼ିଶାର ୫୦ ଜଣ ଛାତ୍ରଛାତ୍ରୀ। ସେମାନେ ଇସ୍ରାଏଲର ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଛନ୍ତି। ସେମାନେ ସମସ୍ତେ...

ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ସହଯୋଗ କରିବେ ଆନ୍ଦୋଳନରତ ଅଧ୍ୟାପକ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାରଠାରୁ ଆରମ୍ଭ ଓଡ଼ିଶାରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ତେବେ ସରକାରଙ୍କ ସାମନାରେ ଏହି ପରୀକ୍ଷା ପରିଚାଳନା କରିବା ପାଇଁ ଦେଖା ଦେଇଥିବା ସମସ୍ୟା ଏବେ ଦୂର ହୋଇଛି। ଧାରଣାରେ...