ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାର ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ମଙ୍ଗଳବାର ଦିନ ଏଡିଏମଙ୍କ ଅଫିସ ଘେରାଉ କରିଥିଲେ ଶତାଧିକ ଆଦିବାସୀ ମହିଳା। ଗତ ସେପ୍ଟେମ୍ବର ୧୯ ତାରିଖରେ ରାଉରକେଲାର...

ପଞ୍ଚାୟତର ମଙ୍ଗ ଧରିଛନ୍ତି ମହିଳା, ସାକାର ହୋଇଛି ବିଜୁ ବାବୁଙ୍କ ମହିଳା ସଶକ୍ତିକରଣର ସ୍ଵପ୍ନ: ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି...

ବଲିଉଡର ଭେଟେରାନ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ବଲିଉଡର ଭେଟେରାନ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କର ପରଲୋକ ହୋଇଛି। ସୋମବାର ଦିନ ୭୨ ବର୍ଷ ବୟସରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ପଙ୍କଜ ଉଧାସ ଅସୁସ୍ଥ...

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବାପୁଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁଙ୍କ ସମେତ...

ପ୍ରୋ-ଲିଗ ହକି: ଶେଷ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ବୁଧବାର ଏଫଆଇଏଚ୍ ପ୍ରୋ-ଲିଗ ହକିର ଶେଷ ମ୍ୟାଚ ଖେଳାଯିବ। ସାନ୍ଧ୍ୟା ୭ଟା ବେଳେ ଆରମ୍ଭ ହେବାକୁଥିବା ଏହି ମୁକବିଲାରେ ଭାରତ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ।...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆଜି ସରୁଛି ପଞ୍ଜିକରଣ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଚାଲିଥିବା ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ନଭେମ୍ବର ୨୦ ତାରିଖ, ସୋମବାର ଦିନ ଶେଷ ହେଉଛି। ରାଜ୍ୟରେ ଥିବା...

ଓଡ଼ିଶାର ପ୍ରତିଭାବାନ ଟେନିସ୍ ଖେଳାଳି ଦେବାଶିଷ ସାହୁଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପ୍ରତିଭାବାନ ଟେନିସ୍ ଖେଳାଳି ଦେବାଶିଷ ସାହୁଙ୍କୁ ମିଳିଛି ବର୍ଷ ୨୦୨୩ର ସମ୍ମାନଜନକ ଏକଲବ୍ୟ ପୁରସ୍କାର। ଭୁବନେଶ୍ଵରରେ ବୁଧବାର ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବୁଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଅନୁଷ୍ଠିତ ଉତ୍ସବରେ ତାଙ୍କୁ ଏହି କ୍ରୀଡ଼ା...

ଓଟିଭିରେ ନ୍ୟୁଜ ପଢ଼ିବ ଏଆଇ ଆଙ୍କର ‘ଲିସା’

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ଓଟିଭିରେ ନ୍ୟୁଜ ପଢ଼ିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା ଏଆଇ ନ୍ୟୁଜ୍ ଆଙ୍କର ‘ଲିସା’। ରବିବାର ଏକ ସାମ୍ବାଦିକ ସମ୍ମିଳନୀରେ ଏଆଇ ନ୍ୟୁଜ ଆଙ୍କର ‘ଲିସା’କୁ ଲଞ୍ଚ କରିଥିଲେ ଓଟିଭି ନେଟୱର୍କର...

କିଲୋ ପିଛା ୧୦୦ ଟଙ୍କା ଟପିଲା ଟମାଟୋ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଖୁ ଦେଖୁ ୧୦୦ ଟଙ୍କା ଟପିଲା ଟମାଟୋ ଦର। କିଲୋ ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହେଉଥିବା ଟମାଟୋ ଆଜି ୧୨୦ ଟଙ୍କାରେ ବିକ୍ରି ହେଉଛି। ଟମାଟୋ ଦର ଶୁଣି ଛାନିଆଁ...

ଆସନ୍ତାକାଲି ସକାଳ ୮ଟାରୁ ପଦ୍ମପୁର ଭୋଟ ଗଣତି  

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଆସିବ ପଦ୍ମପୁର ଉପନିର୍ବାଚନ ଫଳାଫଳ। ଗୁରୁବାର ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି। ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହେବ। ଏହା ପରେ ୮ଟା ୩୦ରୁ ଇଭିଏମ୍ ଗଣତି...