ଏଚଏଫଏମଡି: ଭୂତାଣୁ ବଦଳାଉଛି ସ୍ୱଭାବ, ଏଆଇପିଏଚ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଏଚଏଫଏମଡି ବା ‘ହାତ,ପାଦ ଓ ମୁହଁ’ ରୋଗର ପରିବର୍ତ୍ତିତ ସ୍ୱଭାବ ସମ୍ପର୍କରେ ଜାଣିବା ପାଇଁ  ଭୁବନେଶ୍ୱରସ୍ଥିତ ଏଆଇପିଏଚ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ‘ହ୍ୟାଣ୍ଡ, ଫୁଟ୍ ଆଣ୍ଡ ମାଉଥ...

କମିଲା ପେଟ୍ରୋଲ ଏବଂ ଡିଜେଲ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଦ୍ଧିତ ଦରଦାମକୁ ନେଇ ଚାରିଆଡ଼ୁ ସମାଲୋଚିତ ହୋଇଥିଲେ କେନ୍ଦ୍ର ସରକାର। ଖାସ କରି ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସର ମୂଲ୍ୟ ବୃଦ୍ଧିକୁ ନେଇ ସାଧାରଣ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ...

ବଲିଉଡରେ ପାଦ ଦେବେ ଶ୍ରୀଦେବୀଙ୍କ ସାନଝିଅ ଖୁସି କପୁର

ଓଡ଼ିଶାଲାଇଭ୍ ବ୍ୟୁରୋ ଖୁବ୍ ଶୀଘ୍ର ବଲିଉଡ ଏଣ୍ଟ୍ରି କରିବାକୁ ଯାଉଛନ୍ତି ଶ୍ରୀଦେବୀଙ୍କ ସାନଝିଅ ଖୁସି କପୁର। କେବଳ ଖୁସି ନୁହନ୍ତି ଆଉ ଜଣେ କପୁର କନ୍ୟା ମଧ୍ୟ ଫିଲ୍ମ ଦୁନିଆରେ ନିଜ ଭାଗ୍ୟ ପରୀକ୍ଷା...

କାଳବୈଶାଖୀ: ବିଜୁଳି ଘଡ଼ଘଡ଼ି ନେଇ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ପବନର ବେଗ ବୃଦ୍ଧି ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଥିବା ଜଣାପଡ଼ିଛି। କାଳବୈଶାଖୀ...

୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ୬ଟି ଉଚ୍ଚ ଶକ୍ତି ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ ୪୫୦ କୋଟି ଟଙ୍କାର ପ୍ରକଳ୍ପ ଲୋ-ଭୋଲ୍‌ଟେଜ ସମସ୍ୟା ଦୂର ପାଇଁ ଖର୍ଚ୍ଚ...

ଏଥର ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା: ୧୫ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହେବା ନେଇ ଆକଳନ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀ ଯୋଗୁଁ ଦୁଇ ବର୍ଷ ହେଲା ରଥଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ହୋଇଥିଲେ ଶ୍ରଦ୍ଧାଳୁ। କୋଭିଡ ସ୍ଥିତି ସୁଧୁରି କଟକଣା ହଟିବା ପରେ ଚଳିତ ରଥଯାତ୍ରାରେ ସାମିଲ ହେବାକୁ ଶ୍ରଦ୍ଧାଳୁଙ୍କୁ...

ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ  ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କର ସୋମବାର ଦେହାନ୍ତ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ...

ଶରତ ପଟ୍ଟନାୟକ ହେଲେ ଓଡ଼ିଶା ପିସିସିର ନୂଆ ସଭାପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନର କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ହେବେ ବୋଲି ଏଆଇସିସି ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଶରତ...

ବାହାରିନରେ ଝଲସିଲା ଓଡ଼ିଶା କଳା ସଂସ୍କୃତି

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ କଟକଣା ହଟିବା ପରେ ବାହାରିନ ଓଡ଼ିଆ ସମାଜ ପକ୍ଷରୁ ଉତ୍କଳ ଦିବସ ପାଳନ କରାଯାଇଛି। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ବାହାରିନରେ ଥିବା ସମସ୍ତ ଓଡ଼ିଆ...

ବର୍ଷା ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ମଙ୍ଗଳବାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଝଡ଼ବର୍ଷା ପାଇଁ ୧୧ଟି ଜିଲ୍ଲାକୁ...