ରାଜ୍ୟରେ ସକାଳୁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ମଙ୍ଗଳବାରଠାରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସକାଳ...

ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ସୋମବାର ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ବିଜେପି ରାଷ୍ଟ୍ରୀୟ ମହାସଚିବ ବିନୋଦ ତାୱଡେ ତାଙ୍କୁ ଦଳରେ ସାମିଲ କରାଇଥିଲେ।...

ଓଡ଼ିଶା ଦିବସ ଅବସରରେ ଶୁଣନ୍ତୁ ମଧୁବାବୁଙ୍କ ‘ମାତା ମାତା ରବ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=B2dCb8FAHIs ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ଉତ୍କଳ ଦିବସ...

 ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀଜୀଉଙ୍କ ଖସାପଡ଼ା ନୀତି...

ଜେଲ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ରିମାଣ୍ଡ ଅବଧି ସରିବା ପରେ ସୋମବାର ଦିନ ତାଙ୍କୁ ୧୫ ଦିନିଆ ନ୍ୟାୟିକ ହେଫାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଏପ୍ରିଲ...

ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ୮୯ତମ ଓଡ଼ିଶା ଦିବସ। ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରୁଛନ୍ତି। ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଆଜି ଓଡ଼ିଶା ଦିବସ, ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏକ ଗର୍ବର ଦିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶା ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଗଠନ ହୋଇଥିଲା ଓଡ଼ିଶା ରାଜ୍ୟ। ଆଜି ଓଡ଼ିଆ ତଥା ଓଡ଼ିଶାବାସୀଙ୍କ ଲାଗି ଏକ ଗର୍ବର ଦିନ। ଯେଉଁମାନଙ୍କର ଅଦମ୍ୟ...

ଓଡ଼ିଶାର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢ଼ିବେ ଭର୍ତ୍ତୃହରି ମହତାବ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବାକି ଥିବା ୩ଟି ଲୋକସଭା ଆସନ ପାଇଁ ଶନିବାର ଦିନ ପ୍ରାର୍ଥୀ ଘୋଷଣା କରିଛି ବିଜେପି। କଟକ ଲୋକସଭା ଆସନ ଲାଗି ଭର୍ତ୍ତୃହରି ମହତାବଙ୍କୁ ବିଜେପି ପ୍ରାର୍ଥୀ କରିଛି। ସେହିପରି...

ଏପ୍ରିଲ ୨ରୁ ଓଡ଼ିଶାରେ ସକାଳୁଆ ସ୍କୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେଠୁ ଅସହ୍ୟ ହେଲାଣି ଖରା। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବା ଦେଖି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ରାଜ୍ୟରେ ପ୍ରଥମରୁ...

ଆଜି ଓଡ଼ିଶାରେ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା, ତତଲା ସହର ପାଲଟିଲା ମାଲକାନଗିରି

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେଠୁ କଲବଲ କଲାଣି ତାତି, ଆଗକୁ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଶନିବାର ଦିନ ରାଜ୍ୟରେ ୪୧ ଡିଗ୍ରୀ ଛୁଇଁଛି ତାପମାତ୍ରା। ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା...