ମାଲକାନଗିରି ସୀମାରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ଗୁରୁବାର ରାତିରେ ସୁକୁମା...

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ମନୋହର ଯୋଶୀଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ...

ବିଶ୍ୱ ଦକ୍ଷତା କେନ୍ଦ୍ରରୁ ‘ଓଡ଼ିଆ ବ୍ରାଇଡାଲ ମେକଅପ୍’ ତାଲିମ ନେଇ ବାହାରିଲେ ୩୦ ଜଣ ଏସଏଚଜି ମା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବର୍ତ୍ତମାନ ବ୍ୟୁଟି, ମେକଅପ୍ ଓ ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ଏସଏଚଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ...

୧୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଆଉ ୩ ବର୍ଷ ବଢ଼ିଲା କାଳିଆ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଦିନ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୩ଟି ବିଭାଗର ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କାଳିଆ ଯୋଜନା ଅବଧିକୁ ଆଉ ତିନି ବର୍ଷ ଅର୍ଥାତ ୨୦୨୪-୨୫ରୁ...

ଥମିବ ହିଂସା: ମୂଳ ରାୟକୁ ହଟାଇଲେ ମଣିପୁର ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଥମିବ ମଣିପୁର ହିଂସା। ଶେଷରେ ମଣିପୁର ହିଂସାର ମୂଳ କାରଣ ପାଲଟିଥିବା ରାୟକୁ ହଟାଇଲେ ମଣିପୁର ହାଇକୋର୍ଟ। ଗତ ୨୦୨୩ ମସିହା ମାର୍ଚ୍ଚ ୨୭ ତାରିଖରେ ଦିଆଯାଇଥିବା ନିର୍ଦ୍ଦେଶକୁ କୋର୍ଟ ରଦ୍ଦ...

ଆସିଲା ଆଇପିଏଲ୍ ୨୦୨୪ ଖେଳସୂଚୀ, ଉଦଘାଟନୀ ମ୍ୟାଚରେ ଚେନ୍ନାଇ-ବେଙ୍ଗାଳୁରୁ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ର ଖେଳସୂଚୀ ଗୁରୁବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୨ ତାରିଖରେ ଚେନ୍ନାଇର ଏମଏ ଚଦାମ୍ବରମ ଷ୍ଟାଡିୟମରେ ଆଇପିଏଲର ୧୭ତମ ସଂସ୍କରଣର ଉଦଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହେବ।...

ଶୁକ୍ରବାରରୁ ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାରଠାରୁ ରାଞ୍ଚିରେ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ ମ୍ୟାଚ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ମ୍ୟାଚ୍ ପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ରାଜକୋଟରେ ତୃତୀୟ ଟେଷ୍ଟ ଜିତି ସିରିଜରେ...

ବିଜେପିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ମନୋରଞ୍ଜନ ସେଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପାଖେଇ ଆସୁଛି ନିର୍ବାଚନ ସମୟ। ରାଜ୍ୟରେ ଚାଲିଛି ଦଳରୁ ଇସ୍ତଫା ଓ ମିଶ୍ରଣ ପର୍ବ। ଏହାରି ମଧ୍ୟରେ ଗୁରୁବାର ଦିନ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଡ଼ସାହିର ପୂର୍ବତନ...

ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମ, ପୁରସ୍କୃତ ହେଲେ ଶିକ୍ଷକ ଶିକ୍ଷୟିତ୍ରୀ ଓ ମେଧାବୀ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହୋଇଛି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଓ ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି। ବୁଧବାର ହୋଇଥିବା ଏହି କାର୍ଯ୍ୟକ୍ରମରେ...

ଦିଲ୍ଲୀରେ ହେବ ଆପ୍-କଂଗ୍ରେସ ମେଣ୍ଟ, ଏକାଠି ଲଢ଼ିବେ ଲୋକସଭା ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭା ନିର୍ବାଚନ ପୂର୍ବରୁ ସରଗରମ ହେଲାଣି ଦିଲ୍ଲୀ ରାଜନୀତି। ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି ଆମ ଆଦମୀ ପାର୍ଟି (ଆପ) ଏବଂ କଂଗ୍ରେସ। ଦିଲ୍ଲୀରେ ଆପ-କଂଗ୍ରେସ ମେଣ୍ଟ କରିବାକୁ ସହମତି ପ୍ରକାଶ...