ଫୁଲନଖରାଠାରେ ସମ୍ ହସ୍ପିଟାଲର ଦ୍ଵିତୀୟ କ୍ୟାମ୍ପସ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): କଟକ-ଭୁବନେଶ୍ୱର ମଝି ଫୁଲନଖରାଠାରେ ନିର୍ମିତ ଆଇଏମଏସ ଓ ସମ ହସ୍ପିଟାଲର ଦ୍ୱିତୀୟ କ୍ୟାମ୍ପସକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ରୋଗୀଙ୍କୁ ଏହି ହସ୍ପିଟାଲ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ...

ବାହାନଗା ଟ୍ରେନ ଟ୍ରାଜେଡିକୁ ବିତିଲା ଦୁଇ ମାସ, ଏ ଯାଏଁ ମିଳୁନି ୨୯ ମୃତକଙ୍କ ପରିଚୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ଜିଲ୍ଲା ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ବୁଧବାର ଦୁଇ ମାସ ବିତିଛି। ଏହି ଦୁର୍ଘଟଣାର ଭୟାବହ ଦୃଶ୍ୟ ଏ ଯାଏଁ ଲୋକଙ୍କ ମନରୁ ଯାଇନାହିଁ। ହେଲେ ବର୍ତ୍ତମାନ ସୁଦ୍ଧା...

ରାଜସ୍ଥାନ: ଜାତୀୟ ରାଜପୁତ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଗୁଳିକରି ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନରେ ଦିନ ଦ୍ୱି’ପହରରେ ଜାତୀୟ ରାଜପୁତ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷକ ସୁଖଦେବ ସିଂହ ଗୋଗାମେଡୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମଙ୍ଗଳବାର ଦିନ ଦୁଇ ଜଣ ଆକ୍ରମଣକାରୀ ସୁଖଦେବଙ୍କ ଘରେ...

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଶପଥ...

ଜୟପୁର ବିକ୍ରମ ଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ବିକ୍ରମ ଦେବ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯାଇଛି। ଫେବ୍ରୁଆରି ୩ ତାରିଖରେ ବିକ୍ରମ ଦେବ ମହାବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉତ୍ସବ ପାଳନ...

ଖୋଲୁଛି ପାକିସ୍ତାନର ସୀମାଙ୍କ ଗୁମର, ଚାଲିଛି ଏଟିଏସର ତନାଘନା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରେମ ପାଇଁ ପାକିସ୍ତାନର ସୀମା ଡେଇଁ ଭାରତରେ ପହଞ୍ଚିଥିବା ସୀମା ହାଇଦରଙ୍କୁ ନେଇ ଏବେ ବିଭିନ୍ନ ପ୍ରଶ୍ନ ଉଠିବାକୁ ଲାଗିଛି। ଏମିତି କି ସୀମା ହାଇଦରଙ୍କ ପ୍ରକୃତ ନାଁ ମରିୟମ ଖାନ...

‘ଦ ଇଣ୍ଡିଆନ ଡିଫେଣ୍ଡର’ ହକି ହିରୋ ଦିଲ୍ଲୀପ ତିର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=5UKBqIlUVhA] ବିଶ୍ୱ ହକି ମାନଚିତ୍ରରେ ଓଡ଼ିଶା, ଦିଲ୍ଲୀପ ତିର୍କୀଙ୍କ କ୍ରୀଡ଼ା ଜୀବନ ଏବଂ ୨୦୨୩ ପୁରୁଷ ହକି ବିଶ୍ୱକପକୁ ନେଇ ଓଡ଼ିଶାଲାଇଭ୍ ସହ ତାଙ୍କର ସ୍ୱତନ୍ତ୍ର ସାକ୍ଷାତକାର। ହକି ହିରୋ ପଦ୍ମଶ୍ରୀ ଡକ୍ଟର...

ଓଡ଼ିଶାର ୪ ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ, ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ହେଲେ ସମର୍ଥ ବର୍ମା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୪ ଜଣ ଆଇଏଏସ୍ ଅଧିକାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ। ବିଭିନ୍ନ ପଦବୀରୁ ବଦଳି ହୋଇଥିବା ପ୍ରଶାସନିକ ଅଧିକାରୀଙ୍କୁ ନୂଆ ପଦରେ ନିଯୁକ୍ତ କରିଛନ୍ତି ଓଡ଼ିଶା ସରକାର। ଏନେଇ ରାଜ୍ୟ ସାଧାରଣ...

ଓଆରଏଚଡିସି ଦୁର୍ନୀତି ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗ୍ରାମୀଣ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ଓଆରଏଚଡିସି) ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ। ମହମ୍ମଦ ମୋକିମଙ୍କ ଆବେଦନର ଶୁଣାଣି ପାଇଁ କୋର୍ଟ...

ସୋଆରେ ଏନସିସିର ବାର୍ଷିକ ପ୍ରଶିକ୍ଷଣ ଶିବିର ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ପରିସରରେ ଅଗଷ୍ଟ ୧୭ ତାରିଖରୁ ୮ ଦିନ ଧରି ଚାଲିଥିବା ନ୍ୟାସନାଲ କ୍ୟାଡେଟ୍ କୋର (ଏନସିସି)ର ବାର୍ଷିକ...