କ୍ୟାବିନେଟ ବୈଠକ: ୧୯ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୯ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ଓଡ଼ିଶା ସରକାର। ଏଠାରେ କିଛି ନୂଆ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଭୁବନେଶ୍ଵର ଲୋକସେବା ଭବନରେ...

ଝାରସୁଗୁଡ଼ା ଉପନିର୍ବାଚନ: ଦଳୀୟ ଟିକେଟ ନେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଳି ଦାସ ଶନିବାର ଦିନ ଦଳୀୟ ଟିକେଟ ନେଇଛନ୍ତି। ଦୀପାଳି ଆଜି ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ...

ଧାମନଗର ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ। ଦଳୀୟ ବିଧାୟକ, କର୍ମୀ ଏବଂ ସମର୍ଥକଙ୍କ ଗହଣରେ ନିରାଡ଼ମ୍ବର ଭାବେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ପହଞ୍ଚି...
sushant-1

ନଭେମ୍ବରରେ ବିବାହ କରିଥାନ୍ତେ ସୁଶାନ୍ତ

ଓଡ଼ିଶାଲାଇଭ୍ ଏଣ୍ଟରଟେନମେଣ୍ଟ ବ୍ୟୁରୋ ଗତକାଲି ସାରା ଜଗତକୁ ଅଲବିଦା କହିଦେଲେ ବଲିଉଡର ଜଣାଶୁଣା ଅଭିନେତା ସୁଶାନ୍ତ ସିଂ ରାଜପୁତ। ନିଜ ମୁମ୍ବାଇସ୍ଥିତ ଫ୍ଲାଟରେ ଆତ୍ମହତ୍ୟା କରିଛନ୍ତି ସୁଶାନ୍ତ। ଏହି ଖବର ବି-ଟାଉନଠାରୁ ଆରମ୍ଭ କରି...

ଅଭାବୀ ଆଖିରେ ଥିଲା ବଡ଼ ହେବାର ସ୍ଵପ୍ନ – ଡକ୍ଟର ଅଚ୍ୟୁତ ସାମନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=zMr7d_7qbRg] "ଯେତେବେଳେ ମୁଁ ବଡ଼ ହେବାର ସ୍ୱପ୍ନ ଦେଖିଥିଲି ସେତେବେଳେ ମୋ ପାଖରେ କିଛି ନଥିଲା। ମୋର କେହି ଗଡଫାଦର ବି ନଥିଲେ। ମାତ୍ର ୪ ବର୍ଷ ବୟସରୁ ବାପାଙ୍କୁ...
NIC

NIC ଅଧୀନରେ ସାଇଣ୍ଟିଷ୍ଟ ଓ ଟେକ୍ନିକାଲ ଆସିଷ୍ଟାଣ୍ଟ ପଦବୀରେ ନିଯୁକ୍ତି, ଜୁନ୍ ୧ ଯାଏଁ କରିପାରିବେ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀସ୍ଥିତ ନାସନାଲ୍ ଇନଫରମେଟିକ୍ସ ସେଣ୍ଟରରେ ସାଇଣ୍ଟିଷ୍ଟ-ବି ଓ ସାଇଣ୍ଟିଫିକ୍/ଟେକ୍ନିକାଲ ଆସିଷ୍ଟାଣ୍ଟ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥି୍ଲା। ଏନେଇ ଆବେଦନ ପ୍ରକ୍ରିୟା ଜୁନ୍ ୧ ତାରିଖ ଯାଏଁ ଘୁଞ୍ଚାଇ ଦିଆଯାଇଛି।...

ବଢ଼ୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତାରେ ରାଜଧାନୀବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏବେ କାୟ ମେଲାଉଛି ଡେଙ୍ଗୁ। ବିଶେଷ କରି ରାଜଧାନୀ ଭୁବନେଶ୍ଵର ଏବେ ଡେଙ୍ଗୁର ହଟସ୍ପଟ ପାଲଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ଖାରଜ କଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି କରି ହାଇକୋର୍ଟ ବେଞ୍ଚ୍‌ ସ୍ଥାପନ ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହାସହ ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୋଲିସ...

‘ସ୍ୱକଳ୍ପ ସହଯୋଗ’: ଗୋଟିଏ ପ୍ଲାଟଫର୍ମରେ ଏକାଠି ହେଲେ ୧୦୦ରୁ ଅଧିକ କ୍ଷୁଦ୍ର ଉଦ୍ୟୋଗୀ ଏବଂ ସହଯୋଗୀ ସଂସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ସହିତ ସେମାନଙ୍କ ବ୍ୟବସାୟକୁ ଆଉ ଏକ ସୋପାନକୁ ନେବା ଲକ୍ଷ୍ୟରେ ‘ସ୍ୱକଳ୍ପ ସହଯୋଗ’ ଆୟୋଜନ କରାଯାଉଛି। ବୁଧବାର...

ମୟୂରଭଞ୍ଜ: ଜଳନ୍ତା ଜୁଇରୁ ଅଧାପୋଡ଼ା ଶବର ମାଂସ ଖାଇଲା ମଣିଷ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଜଳନ୍ତା ଜୁଇରୁ ଅଧାପୋଡ଼ା ଶବର ମାଂସକୁ ଖାଇଗଲେ ଦୁଇଜଣ ମଣିଷ। ଏହା କୌଣସି କାହାଣୀର ସ୍କ୍ରିପ୍ଟ ନୁହେଁ। ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବୀରେଶ୍ୱରପୁର ପଞ୍ଚାୟତ ଅନ୍ତର୍ଗତ ବନ୍ଧସାହି...