୨୦୨୩ ସିଭିଲ୍ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାର ଅନିମେଶ ପ୍ରଧାନଙ୍କୁ ଦ୍ଵିତୀୟ ରାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ସିଭିଲ୍ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି। କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ଚଳିତବର୍ଷ ମୋଟ ୧,୦୧୬ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ...

ଆସିଲା ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ରାଉରକେଲା ବିଧାନସଭା ଆସନରୁ ଦିଲ୍ଲୀପ ରାୟଙ୍କୁ ଟିକେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା...

ଯାଜପୁର: ବାରବାଟୀ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୫ ଜଣ ମୃତ ଓ ୪୫ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବାରବାଟୀ ନିକଟରେ ସୋମବାର ରାତିରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୪୫ ଜଣ ଆହତ...

ଡକ୍ଟର ଶକ୍ତି ମହାନ୍ତି ଓ ହେମନ୍ତ ଦଳପତି ପାଇବେ କବି ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର-୨୦୨୪

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଆ କାବ୍ୟ କବିତା କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ଯୁବପିଢ଼ିର ଦୁଇଜଣ ପ୍ରତିଭାବାନ କବି ଡକ୍ଟର ଶକ୍ତି ମହାନ୍ତି ଏବଂ ହେମନ୍ତ ଦଳପତି ପାଇବେ କବି...

ବୌଦ୍ଧ-ଫୁଲବାଣୀ ଗୋଟାମୁଣ୍ଡା ଘାଟିରେ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୩୦ ଯାତ୍ରୀ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ-ଫୁଲବାଣୀ ଗେଟାମୁଣ୍ଡା ଘାଟି ଉପରେ ଯାତ୍ରୀବାହୀ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩୦ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ...

ବିଜେଡି ଛାଡ଼ିଥିଲେ, ବିଜେପିରେ ମିଶିଲେ ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେବା ପରେ ସୋମବାର ଦିନ ବିଜେପିରେ ଯୋଗ ଦେଇଛନ୍ତି ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂ। ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ କାର୍ଯ୍ୟକ୍ରମରେ ବିଧିବଦ୍ଧ...

ଅଶାନ୍ତ ମଧ୍ୟପ୍ରାଚ୍ୟ: ଇରାନକୁ କଡ଼ା ଜବାବ ଦେବାକୁ ପ୍ରସ୍ତୁତ ହେଉଛି ଇସ୍ରାଏଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଉପରେ ଆକ୍ରମଣ କରି ଇରାନ ଆଉ ଏକ ଯୁଦ୍ଧର ଆରମ୍ଭ କରିଛି। ଇସ୍ରାଏଲ ଏବଂ ହମାସ ମଧ୍ୟରେ ଦୀର୍ଘ ୭ ମାସ ହେଲା ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି...

ବୌଦ୍ଧ: ନିର୍ବାଚନୀ ସଭାରେ ଯୋଗଦେବା ଅଭିଯୋଗରେ ଶିକ୍ଷକଙ୍କ ବଦଳି

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ନିର୍ବାଚନୀ ସଭାରେ ଯୋଗଦେବା ଅଭିଯୋଗରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ନୂଆପଲ୍ଲୀ ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ। ଆଗାମୀ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି: ଏପ୍ରିଲ ୨୯ରେ ପରବର୍ତ୍ତୀ ଶୁଣାଣି

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୋମବାର ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ଏହି ମାମଲାରେ ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନ ଉପରେ...

ନିର୍ବାଚନ ପ୍ରଚାର ବେଳେ ପଥର ମାଡ଼: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ବିଜୟୱାଡ଼ାଠାରେ ନିର୍ବାଚନ ପ୍ରଚାର ପାଇଁ ଯାଇଥିବାବେଳେ ଦୁର୍ବୃତ୍ତଙ୍କ ପଥର ମାଡ଼ରେ ଆହତ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ। ଜଗନମୋହନ ରେଡ୍ଡୀଙ୍କ ଡାହାଣ ଆଖି ନିକଟରେ ଆଘାତ...