ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍: ପ୍ରଥମ ୨ ମ୍ୟାଚରୁ ଓହରିଲେ ବିରାଟ କୋହଲୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଇଂଲଣ୍ଡ ମଧ୍ୟରେ ଜାନୁଆରି ୨୫ ତାରିଖରୁ ଆରମ୍ଭ ହେଉଛି ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍। ତେବେ ଏହାର ପ୍ରଥମ ୨ଟି ମ୍ୟାଚ ଖେଳିବେନି ବିରାଟ କୋହଲୀ। ସେ...

ସାନିଆ ମିର୍ଜାଙ୍କଠାରୁ ଅଲଗା ହେବା ପରେ ତୃତୀୟ ବିବାହ କଲେ ସୋଏବ ମଲିକ

ଓଡ଼ିଶାଲାଇଭ୍ ବ୍ୟୁରୋ ସାନିଆ ମିର୍ଜାଙ୍କଠାରୁ ଅଲଗା ହେବା ପରେ ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ପାକିସ୍ତାନ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ସୋଏବ ମଲିକ। ତୃତୀୟ ଥର ପାଇଁ ସୋଏବ ପାକିସ୍ତାନୀ...

ଆଜି ଭାରତ-ଆଫଗାନିସ୍ତାନ ଶେଷ ଟି-ଟ୍ୱେଣ୍ଟି: ସିରିଜ୍ ମୂଳପୋଛ କରିବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ବୁଧବାର ଆଫଗାନିସ୍ତାନ ବିପକ୍ଷରେ ଖେଳିବ ଟି-ଟ୍ୱେଣ୍ଟି ସିରିଜର ଶେଷ ମ୍ୟାଚ। ବେଙ୍ଗାଳୁରୁର ଏମ ଚିନ୍ନାସ୍ଵାମୀ ଷ୍ଟାଡିୟମରେ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ପୂର୍ବରୁ ୨ଟି...

ନୂଆଦିଲ୍ଲୀ: ବର୍ଷ ୨୦୨୩ ପାଇଁ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ପାଇଁ ଭାରତୀୟ ଖେଳାଳିମାନଙ୍କୁ ମିଳିଲା ଜାତୀୟ କ୍ରୀଡ଼ା ପୁରସ୍କାର ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର କ୍ରିକେଟର ମହମ୍ମଦ ଶାମିଙ୍କ ସହ ୨୬...

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ମାତ୍ର ଦେଢ଼ ଦିନରେ ସରିଲା ମ୍ୟାଚ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟ ମ୍ୟାଚରେ ଗୁରୁବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ୫ ଦିନର ଟେଷ୍ଟକୁ ମାତ୍ର ଦେଢ଼ ଜିତି ନେଇଛି ଭାରତୀୟ ଦଳ। ୭...

ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଘାତକ ବୋଲିଂ, ଦକ୍ଷିଣ ଆଫ୍ରିକା ୫୫ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହୋଇଛି। କେପଟାଉନରେ ଖେଳାଯାଉଥିବା ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକା ବଡ଼ ବ୍ୟାଟିଂ ବିପର୍ଜୟର ସାମ୍ନା କରିଛି। ଟିମ୍...

ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହେଲେ ଓଡ଼ିଶାର ସତବୀର ସିଂ ରିୟର

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହୋଇଛନ୍ତି ଓଡ଼ିଶାର ସତବୀର ସିଂ ରିୟର। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଟେଷ୍ଟ ସିରିଜ୍ ପାଇଁ ତାଙ୍କୁ ଟିମ ଇଣ୍ଡିଆର ମ୍ୟାନେଜର ପଦ ପାଇଁ ବିସିସିଆଇ ପକ୍ଷରୁ ମନୋନୀତ କରାଯାଇଛି। ଏନେଇ ଓଡ଼ିଶା କ୍ରିକେଟ...

ଓଡ଼ିଶାର ପ୍ରତିଭାବାନ ଟେନିସ୍ ଖେଳାଳି ଦେବାଶିଷ ସାହୁଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପ୍ରତିଭାବାନ ଟେନିସ୍ ଖେଳାଳି ଦେବାଶିଷ ସାହୁଙ୍କୁ ମିଳିଛି ବର୍ଷ ୨୦୨୩ର ସମ୍ମାନଜନକ ଏକଲବ୍ୟ ପୁରସ୍କାର। ଭୁବନେଶ୍ଵରରେ ବୁଧବାର ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବୁଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଅନୁଷ୍ଠିତ ଉତ୍ସବରେ ତାଙ୍କୁ ଏହି କ୍ରୀଡ଼ା...

ଆସନ୍ତାକାଲିଠୁ କଟକରେ ଅଲ୍ଟିମେଟ୍ ଖୋଖୋ ଲିଗର ଦ୍ଵିତୀୟ ସଂସ୍କରଣ, ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ରଥମ ଟିକେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରବିବାରଠାରୁ କଟକର ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ଅଲ୍ଟିମେଟ୍ ଖୋଖୋ ଲିଗର ଦ୍ଵିତୀୟ ସଂସ୍କରଣ। ଓଡ଼ିଶା ଜଗରନଟ୍ସ ସହ ରାଜସ୍ଥାନ ୱାରିୟର୍ସ ମଧ୍ୟରେ ଖେଳାଯିବ ଲିଗର ଉଦଘାଟନୀ...

ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୩: ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କୁ ମିଳିବ ଖେଳରତ୍ନ...

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବର୍ଷ ୨୦୨୩ ପାଇଁ ଘୋଷଣା କରାଯାଇଛି ଜାତୀୟ କ୍ରୀଡ଼ା ପୁରସ୍କାର। ଏଥିରେ ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ...