ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ସାମାଜିକ ସମ୍ପର୍କ ସୁଦୃଢ଼ କରିବାକୁ ପଡ଼ିବ: ଆକାଶ ଦାସନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟଠାରେ ‘ମାନସିକ ସ୍ୱାସ୍ଥ୍ୟ’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଏବଂ ବିଶ୍ୱବିଦ୍ୟାଳୟସ୍ତରରୁ...

ଜୀବନ ଜଗନ୍ନାଥ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ-୨୧)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

କାଉନସିଲରରୁ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏ ପକ୍ଷରୁ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ସମସ୍ତଙ୍କ ମନରେ ଉତ୍କଣ୍ଠା ପ୍ରକାଶ ପାଇଛି ଜାଣିବାକୁ ଦ୍ରୌପଦୀ ମୁର୍ମୁ କିଏ ଏବଂ ବିଜେପି କାହିଁକି ତାଙ୍କୁ ପ୍ରାର୍ଥୀ ଭାବେ...

ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମରେ ପହଞ୍ଚିବା ପରେ ବୁଧବାର ଦିନ ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନବୀନ...

ଦ୍ରୌପଦୀ ମୁର୍ମୁଙ୍କୁ ଜେଡ୍ ପ୍ଲସ ସୁରକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏ ପକ୍ଷରୁ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ଏବେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତାଙ୍କୁ ଜେଡ୍ ପ୍ଲସ ସୁରକ୍ଷା ଯୋଗାଇ ଦିଆଯାଇଛି। କୁହାଯାଉଛି ଯେ, ଆଇବିର...

ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀକୁ ନେଇ ଗାଲିରହିଥିବା ସବୁ କଳ୍ପନା ଜଳ୍ପନା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ରାଷ୍ଟ୍ରପତି ନିର୍ବାଚନ ପାଇଁ ଶେଷରେ ପ୍ରାର୍ଥୀ ଘୋଷଣା କରିଛି ଏନଡିଏ। ଓଡ଼ିଶାର ଆଦିବାସୀ ନେତ୍ରୀ ତଥା...

ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ: ବିରୋଧୀଙ୍କ ଯୋଦ୍ଧା ହେଲେ ଯଶଓ୍ୱନ୍ତ ସିହ୍ନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ବିଭିନ୍ନ ରାଜନୈତିକ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଦେବାକୁ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଯଶଓ୍ୱନ୍ତ ସିହ୍ନା ହୋଇଛନ୍ତି ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ। ମଙ୍ଗଳବାର ବିରୋଧୀ...

ପୁରୀରେ ହେବ ବିଶ୍ୱସ୍ତରୀୟ ରେଳ ଷ୍ଟେସନ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରସ୍ତାବିତ ପୁରୀ ରେଳ ଷ୍ଟେସନର ନବକଳେବର କାର୍ଯ୍ୟକ୍ରମର ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମଙ୍ଗଳବାର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଷ୍ଟେସନରେ ପହଞ୍ଚି ନବକଳେବର କାର୍ଯ୍ୟକ୍ରମର ଅନୁଧ୍ୟାନ କରିଥିଲେ।...

ଅନୁଭବଙ୍କୁ ଝଟ୍‌କା: ଶଶୁରଘରେ ରହିପାରିବେ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ଚର୍ଚ୍ଚାରେ ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ। କିଛି ଦିନ ପୂର୍ବରୁ କୋର୍ଟ ଅନୁଭବ ମହାନ୍ତିଙ୍କ ସପକ୍ଷରେ ରାୟ ଦେଇଥିଲାବେଳେ ଆଜି କିନ୍ତୁ...

ବିଧାୟକ ଦଳ ନେତା ପଦରୁ ଏକନାଥଙ୍କୁ ବହିଷ୍କାର କଲା ଶିବସେନା

ଓଡ଼ିଶାଲାଇଭ୍ ବ୍ୟୁରୋ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଝଟକା ଦେଇ ୨୦ ଜଣ ବିଧାୟକଙ୍କୁ ସାଙ୍ଗରେ ଧରି ଅନ୍ତର୍ଦ୍ଧାନ ହୋଇଥିବା ଶିବସେନାର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଏକନାଥ ସିନ୍ଦେ ଶେଷରେ ମୁହଁ...