ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ବୟାନ: ବିଧାନସଭାରେ କଂଗ୍ରେସ-ବିଜେପି ମୁହାଁମୁହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ବୟାନକୁ ନେଇ ବିଧାନସଭାରେ ଝଡ଼ ଉଠିଛି। ଏହି ଘଟଣାକୁ ବିଜେପି ନିନ୍ଦା...

ଚିନ୍ତା ବଢ଼ାଉଛି କୋଭିଡ: ଦିନକରେ ୮୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କୋଭିଡ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୪ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୩ ତାରିଖରେ ୭୪୩ ଜଣ ନୂଆ କୋଭିଡ...

ନୂତନ ‘ଅଶୋକ ସ୍ତମ୍ଭ’କୁ ନେଇ ବଢୁଛି ବିବାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ନୂତନ ‘ଅଶୋକ ସ୍ତମ୍ଭ’କୁ ନେଇ ଆରମ୍ଭ ହୋଇଛି ବିବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ନୂଆ ସଂସଦ ଭବନ ଛାତ ଉପରେ ସ୍ଥାପନ କରାଯାଇଥିବା ରାଷ୍ଟ୍ରୀୟ ପ୍ରତୀକ ଚିହ୍ନ...

ବିଧାନସଭାରେ ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସଡିପିଓଙ୍କ ମାଡ଼ ପ୍ରସଙ୍ଗ: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଦିବାସୀ ମହିଳାଙ୍କୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଏବଂ ନିର୍ଯାତନା ଦେବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ବିଧାସଭାରେ ସୂଚନା ଦେଇଛନ୍ତି ଗୃହ...

ଜୁଲାଇ ୧୫ରୁ ମିଳିବ ମାଗଣା ବୁଷ୍ଟର ଡୋଜ୍: ସରକାରୀ ଡାକ୍ତରଖାନାରେ ୧୮ରୁ ଊର୍ଦ୍ଧ୍ଵ ବୟସ୍କଙ୍କୁ ଦିଆଯିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ମାଗଣାରେ ମିଳିବ ବୁଷ୍ଟର ଡୋଜ। ସବୁ ସରକାରୀ ଡାକ୍ତରଖାନାଗୁଡ଼ିକରେ ୧୮ରୁ ଊର୍ଦ୍ଧ୍ଵ ବୟସ୍କଙ୍କୁ ମିଳିବ ଏହି ବୁଷ୍ଟର ଡୋଜ। ଜୁଲାଇ ୧୫ ତାରିଖରୁ ମାଗଣା ବୁଷ୍ଟର ଡୋଜ ଉପଲବ୍ଧ ହେବ...

ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଢ଼ିଲା ରିୟା ଚକ୍ରବର୍ତ୍ତୀଙ୍କ ଅଡ଼ୁଆ: ଚର୍ଜସିଟ୍ ଦାଖଲ କଲା ଏନସିବି

ଓଡ଼ିଶାଲାଇଭ୍ ବ୍ୟୁରୋ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଲଖ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ...

ବଢ଼ୁଛି କୋଭିଡ ସଂକ୍ରମଣ: ଟିକା ନେବାକୁ ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରା ସରିଛି। ବିଭିନ୍ନ ସ୍ଥାନରୁ ଭକ୍ତ ପୁରୀରେ ଏକାଠି ହୋଇ ଫେରିଛନ୍ତି। ତେଣୁ ଗୋଷ୍ଠୀ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ଲାଗି...

ସାର କଳାବଜାରୀକୁ ନେଇ ବିଧାନସଭାରେ ଉଦବେଗ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ସାର ଯୋଗାଣ ଓ କଳାବଜାରୀକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା, ସୁରେଶ କୁମାର ରାଉତରାୟ ଏବଂ ଅଧିରାଜ ପାଣିଗ୍ରାହୀ ଚାଷ ଏବଂ...
covid testing centers-2

ରାଜ୍ୟରେ ଉପର ମୁହାଁ କୋଭିଡ: ଦିନକରେ ୭୪୩ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ...

ଆଜିଠାରୁ ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ। ଏହି ଅଧିବେଶନ ଆସନ୍ତା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ସରକାରଙ୍କ ସମସ୍ତ ବିଭାଗର ଖର୍ଚ୍ଚ ଦାବି ଆଲୋଚନା...