ଏଥର ନିର୍ବାଚନ ମଇଦାନରେ ଅରୁଣ-ପ୍ରତ୍ୟୁଷା ଟକ୍କର: କିଏ ଜିତିବ ନୟାଗଡ଼?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନୟାଗଡ଼ ବିଧାନସଭା ଆସନକୁ ନେଇ ଏବେ ଜୋର ଧରିଛି ଚର୍ଚ୍ଚା। ବିଜେଡିର ଗଡ଼ ରହି ଆସିଛି ଏହି ଆସନ। ୨୦୨୪ରେ ଏଠାରେ ବିଜେଡି ପୁଣି ବାଜି ମାରିବ ନା ବିଜେପି...

ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ତୃତୀୟ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ। ତୃତୀୟ ପର୍ଯ୍ୟାୟରେ ୪ଟି ଆସନ ଲାଗି ଗୁରୁବାର ଦିନ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବେନ୍ଦ୍ର ସାହୁଙ୍କୁ ମାହାଙ୍ଗା...

କାହିଁକି କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ ନବୀନ?

ସରୋଜ କୁମାର ମହାପାତ୍ର ବିଜେଡି ଫୋକସରେ ପଶ୍ଚିମ ଓଡ଼ିଶା। ୨୦୨୪ରେ ହିଞ୍ଜିଳି ସହିତ କଣ୍ଟାବାଞ୍ଜି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୦୧୯ ନିର୍ବାଚନଠାରୁ ଓଡ଼ିଶା ରାଜନୀତିରେ ଏକ ନୂଆ ଟ୍ରେଣ୍ଡ...

ବିଜୁବାବୁଙ୍କ ଜୀବନ କାହାଣୀ: ‘ବିଜୁ ପଟ୍ଟନାୟକ – ଦ ଟଲ୍ ମ୍ୟାନ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=rqufn-ZYSyM ବିଜୁବାବୁଙ୍କ ବ୍ୟକ୍ତିତ୍ଵ ଓ କର୍ମନିପୁଣ ଜୀବନ ଅନେକଙ୍କ ପାଇଁ ପ୍ରେରଣା ‘ଦ ଟଲ୍ ମ୍ୟାନ’ ନାଁରେ ଖ୍ୟାତ ବିଜୁ ପଟ୍ଟନାୟକ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଚିର ସ୍ମରଣୀୟ। କଳିଙ୍ଗବୀର ବିଜୁ ପଟ୍ଟନାୟକଙ୍କର ବ୍ୟକ୍ତିତ୍ୱ...

ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ସଭାପତି ପ୍ରହ୍ଲାଦ ତ୍ରିପାଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ସଭାପତି ପ୍ରହ୍ଲାଦ ତ୍ରିପାଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ...

ତିନି ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ତିନିଜଣ ବିଧାୟକଙ୍କ ଟିକେଟ କାଟିଲା ବିଜେଡି। ବୁଧବାର ଦିନ ବିଜେଡି ରାଜ୍ୟର ୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିବା ପରେ ଏହା ସ୍ପଷ୍ଟ ହୋଇଛି। ଟିକେଟ କଟିଥିବା ବିଧାୟକମାନଙ୍କ ମଧ୍ୟରେ...

ଓଡ଼ିଶା କଂଗ୍ରେସ ନିର୍ବାଚନ ପରିଚାଳନା କମିଟି ଗଠିତ, ପ୍ରସାଦ ହରିଚନ୍ଦନଙ୍କୁ ସଭାପତି ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ନିର୍ବାଚନ ପରିଚାଳନା କମିଟି ଗଠନ ହୋଇଛି। ଏଥିରେ ୨୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନଙ୍କୁ ଏହାର...

କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ ପଟ୍ଟନାୟକ, ସମ୍ବଲପୁର ଏବଂ ରେଢ଼ାଖୋଲରେ ବିଜେଡିର ପ୍ରାର୍ଥୀ ଅଦଳବଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୯ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। କଣ୍ଟାବାଞ୍ଜିରୁ...

ରାଉରକେଲା ଦେଖିବ ବଡ଼ ଲଢ଼େଇ: ବିଜେଡିରୁ ସାରଦା, ବିଜେପିରୁ ପୁଣି ଦିଲ୍ଲୀପ

ସରୋଜ କୁମାର ମହାପାତ୍ର ୨୦୧୪ ନିର୍ବାଚନ ପରେ ରାଉରକେଲା ବିଧାନସଭା ଆସନରେ ପୁଣିଥରେ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ଏବଂ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ଭିତରେ ବଡ଼ ଲଢ଼େଇ ହେବାକୁ ଯାଉଛି। ୨୦୨୪...

ବାଲେଶ୍ୱରରେ ହାଇପ୍ରୋଫାଇଲ୍ ଲଢ଼େଇ – କିଏ ମାରିବ ବାଜି?

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...